Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ପ୍ରଭାବ: ୨୪ ଘଣ୍ଟାରେ ସୁସ୍ଥ ହୋଇ ଘରକୁ ଫେରିଲେ ୬୪୮ ସଂକ୍ରମିତ
  • ||
  • ଲଭ୍‌ ଜିହାଦ ଉପରେ ଅଧ୍ୟାଦେଶ ପାରିତ କଲା ୟୁପି କ୍ୟାବିନେଟ୍‌, ଧୋକା-ଧମକ ଦେଇ ଧର୍ମ ପରିବର୍ତ୍ତନ କରାଇଲେ ୧୦ ବର୍ଷ ଜେଲ୍‌
  • ||
  • ଅତ୍ୟଧିକ କାମର ବୋଝ ସହିନପାରି ଆଖି ବୁଜିଲେ ବାପା: ଉପର ଅଧିକାରୀଙ୍କ ବିରୋଧରେ ସଂଗୀନ ଅଭିଯୋଗ ଆଣିଲେ ଝିଅ, କହିଲେ…
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||
  • ୨ ବାରହା ଶିକାରୀ ଗରିଫ: ମାଂସ ଭାଗବଣ୍ଟା ବେଳେ ମାଡି ବସିଲେ ବନ ବିଭାଗର କର୍ମଚାରୀ
  • ||
  • କରୋନାରେ ଜୀବନ ହାରିଥିବା ଠିକାଦାରଙ୍କୁ ଆର୍ଥିକ ସହାୟତା ଦେଲା ଠିକାଦାର ସଂଘ
  • ||
  • ୧୦ ଡଲାରରୁ କମ୍‌ ମୂଲ୍ୟରେ ମିଳିବ ଋଷ କରୋନା ଭ୍ୟାକ୍‌ସିନ Sputnik V, ଜାନୁଆରୀରୁ ଆରମ୍ଭ ହେବ ଡେଲିଭରି
  • ||
  • ହାଇଓ୍ବା ଧକ୍କାରେ ଜଣେ ଶିଶୁଙ୍କ ସମେତ ୬ ଜଣଙ୍କ ମୃତ୍ୟୁ: ଚାଲି ଚାଲି ଯିବା ବେଳେ ପଛରୁ ମାଡିଗଲା
  • ||
  • ଭୁବନେଶ୍ୱର : ପୁରୀ ହାଜତ ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ
  • ||
  • ଯୋଜନାବଦ୍ଧ ଲୁଟ୍ : ସାଙ୍ଗଙ୍କୁ ଲଗାଇ ଡକାୟତି କରାଇଥିଲା IIFL କର୍ମଚାରୀ ଲାଲା ଅମ୍ରିତ ରାୟ
  • ||

ଶ୍ରୀମନ୍ଦିର ଆନନ୍ଦ ବଜାରରେ ସେଲ୍ଫି ଭାଇରାଲ୍‌ ଘଟଣା- ଅଭିନେତ୍ରୀ ଦିବ୍ୟାଙ୍କ ନାମରେ ମାମଲା ରୁଜୁ

6/10/2019 at 8:17 PM

ପୁରୀ – ଓଲିଉଡ୍‌ ଅଭିନେତ୍ରୀ ଦିବ୍ୟାଙ୍କ ଏକ ସେଲ୍ଫି ଶ୍ରୀମନ୍ଦିର ଆନନ୍ଦ ବଜାର ଭିତରେ ଅଭଡା ଖାଉଥିବା ବେଳେ ବିଭିନ୍ନ ସାମାଜିକ ଗଣମାଧ୍ୟମରେ ପୋଷ୍ଟ ହୋଇଛି । ଶ୍ରୀମନ୍ଦିର ମଧ୍ୟରେ ଫୋନ୍‌ ଓ କ୍ୟାମେରା ନିଷିଦ୍ଧ ହୋଇଥିବା ବେଳେ ଭିତରେ ଫଟୋ ଉଠାଇବାକୁ ବାରଣ କରାଯାଇଛି। ଏହା ସତ୍ତ୍ୱେ ଦିବ୍ୟାଙ୍କର ଏକ ଫଟୋ ଭାଇରାଲ୍ ହେବା ପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଶ୍ରୀମନ୍ଦିର ଥାନାରେ ଏକ ମାମଲା ରୁଜୁ କରାଯାଇଛି ।


ନିଜ ପରିବାର ଓ ବନ୍ଧୁମାନଙ୍କ ସହ ମହାପ୍ରସାଦ ଖାଉଥିବା ନେଇ ଏକ ଫଟୋ ସାମାଜିକ ଗଣମାଧ୍ୟମରେ ଭାଇରାଲ୍‌ ହୋଇଥିଲା । ଏ ବିଷୟରେ ଦିବ୍ୟା ସେ ଫଟୋ ଉଠାଇ ନଥିବା କଥା ସଫେଇ ଦେଇଛନ୍ତି ।

   Related Posts