Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

କେନ୍ଦ୍ରାପଡାରେ ବୈଜୟନ୍ତ ପଣ୍ଡାଙ୍କ ନାଁରେ ଦିଆଗଲା ଏତଲା

20/10/2020 at 9:42 PM

କେନ୍ଦ୍ରପଡା୨୦/୧୦: ଓଡିଶା ପୋଲିସର କାର୍ଯ୍ୟକଳାପକୁ ପାକିସ୍ଥାନ ସହିତ ତୁଳନା କରିବା ପ୍ରସଙ୍ଗରେ କେନ୍ଦ୍ରାପଡ଼ାର ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡାଙ୍କ ନାମରେ ଏତଲା ଦିଆଯାଇଛି l “ଯୁବ ଅଭିଯାନ” ପକ୍ଷରୁ କେନ୍ଦ୍ରାପଡ଼ା ଟାଉନ୍ ଥାନାରେ ଏତଲା ଦିଆଯାଇଛି l

ଏତଲାରେ ଦର୍ଶା ଯାଇଛି, ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଟ୍ୱିଟ଼ ଓଡ଼ିଶାର ମର୍ଯ୍ୟାଦା ହାନି କରିଛି l ତେଣୁ ବୈଜୟନ୍ତଙ୍କ ବିରୁଦ୍ଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଉଚିତ l ଏ ପ୍ରସଙ୍ଗରେ ସେ କ୍ଷମା ମାଗନ୍ତୁ ବୋଲି ଅନୁଷ୍ଠାନର ସଭାପତି ବିଶ୍ୱଭୂଷଣ ମହାପାତ୍ର ଦାବି କରିଛନ୍ତି l

   Related Posts