Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ଅଶ୍ଳୀଳ ଗୀତକୁ ନେଇ ଥାନାରେ ମାମଲା : କଣ୍ଠଶିଳ୍ପୀ, ସଙ୍ଗୀତ ନିର୍ଦ୍ଦେଶକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

11/07/2021 at 2:23 PM

ଚଣ୍ଡିଖୋଲ ୧୧।୭: ସୋସିଆଲ ମିଡିଆରେ ଭାଇରାଲ୍ ହେଉଥିବା ଏକ ଅଶ୍ଳୀଳ ଗୀତକୁ ନେଇ ଥାନାରେ ମାମଲା । ଓଡିଆ ଭାଷାକୁ କଦର୍ଯ୍ୟ କରି ଅଶ୍ଳୀଳ ଶବ୍ଦ ବ୍ୟବହାର ହୋଇଥିବା ଏକ ଗୀତକୁ ନେଇ ଯାଜପୁର ଜିଲ୍ଲା ବଡଚଣା ଥାନାରେ ଆଶାର ଦିଶା ଫାଉଣ୍ଡେସନ ତରଫରୁ ଲିଖିତ ଅଭିଯୋଗ କରାଯାଇଛି । ବଡଚଣା ଥାନା ଅଧିକାରୀଙ୍କୁ ଲିଖିତ ଅଭିଯୋଗ କରିଛନ୍ତି ।

ଗୀତର କଣ୍ଠଶିଳ୍ପୀ ବାପୁ ପଣ୍ଡା ଓ ସଂଗୀତ ନିର୍ଦ୍ଦେଶକ ଓ ମ୍ୟୁଜିକ କମ୍ପାନୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି ଫାଉଣ୍ଡେସନର କର୍ମକର୍ତ୍ତାମାନେ । ଏଭଳି ଗୀତ ଯାହାକି ଯୁବପୀଢୀ ଓ ସମାଜ ଉପରେ ଏହାର କୁପ୍ରଭାବ ପଡୁଛି । ଯାହାକୁ ନେଇ ଆଶାର ଦିଶା କର୍ମକର୍ତ୍ତାମାନେ ନିନ୍ଦା କରିବା ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି ।

   Related Posts