Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

ଗୁହାଳରେ ଅଗ୍ନିକାଣ୍ଡ: ୭ ଗାଈ ଜୀବନ୍ତଦଗ୍ଧ, ଜଳିଗଲା ୩ ବଖରା

25/04/2021 at 10:16 AM

କାକଟପୁର ୨୫/୪: କାକଟପୁର ବ୍ଲକ ଜଳେଶ୍ୱର ପଡା ପଂଚାୟତ କରୁଣା ଗାଁରେ ଭୟାବହ ଅଗ୍ନିକାଣ୍ଡ । ବିଳମ୍ବିତ ରାତିରେ ମୁରଲୀ ଜେନା ଗୁହାଳରେ ଲାଗିଯାଇଥିଲା ନିଆଁ । ନିଆଁର ଆଁରେ ୭ଟି ଗାଈ ଜୀବନ୍ତ ଦଗ୍ଧ  ହେବା ସହ ୩ ଗାଈ ଗୁରୁତର ଆହତ ହୋଇଛନ୍ତି । ଏହା ସହ ୩ରୁ ଅଧିକ ଘର ଜଳି ପୋଡି ପାଉଁଶ ହୋଇଯାଇଛି । ଗତକାଲି ବିଳମ୍ବିତ ରାତିରେ ମୁରଲୀଙ୍କ ପରିବାର ଶୋଇଥିବା ଅବସ୍ଥାରେ ଆକସ୍ମିକ ଭାବେ ଘରେ ଅଗ୍ନିକାଣ୍ଡ ହୋଇଥିଲା । ଘର ଲୋକେ ସଂଗେ ସଂଗେ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ପରେ ଅଗ୍ନୀଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ତେବେ କେମିତି ଓ କଣ ପାଇଁ ଏଭଳି ଅଗ୍ନିକାଣ୍ଡ ହେଲା ତାହା ଜଣାପଡିନି ।

   Related Posts