Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୮ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨ଶହ ଅତିକ୍ରମ କଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୭୯୩ କରୋନା ସଂକ୍ରମିତ, ୨୭୭୮୮୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • କେନ୍ଦ୍ରାପଡାରେ ଘରେ ପଶି ଲୁଟିଲେ, କଟୁରୀରେ ହାଣି ଖସିଗଲେ, ସ୍ବାମୀ-ସ୍ତ୍ରୀ ଗୁରୁତର
  • ||
  • ବାଲେଶ୍ବର ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଅଫିସ୍‌ରୁ ଜବତ ହେଲା ୯ଟି ଟଙ୍କା ଭର୍ତ୍ତି ଲଫାପା, ବାନ୍ଧିନେଲା ଭିଜିଲାନ୍ସ
  • ||
  • ପାଟଣାରେ ଭାରସାମ୍ୟ ହରାଇ ପଥରରେ ପିଟି ହେଲା ବାଇକ୍, ଘଟଣାସ୍ଥଳରେ ଚାଳକଙ୍କ ମୃତ୍ୟୁ
  • ||
  • ବାଲିଅନ୍ତାରେ ଜୁଆ ଆଡ୍ଡା ଉପରେ ଚଢାଉ, ୩ ଗିରଫ
  • ||
  • ଚାନ୍ଦବାଲିରେ ଟ୍ରେନ୍ ଲାଇନ୍‌ରୁ ମିଳିଲା ନାବାଳକଙ୍କ ମୃତଦେହ
  • ||
  • ପୁରୀରେ ୪ ବ୍ରାଉନସୁଗାର ବେପାରୀ ଗିରଫ, ୫.୩୨ ଗ୍ରାମ୍ ବ୍ରାଉନସୁଗାର ଜବତ
  • ||
  • ଅନୁଗୋଳରେ କଣ୍ଟେନର-ଟ୍ରକ୍ ମୁହାଁମୁହିଁ ଧକ୍କା, ଟ୍ରକ୍ ଚାଳକ ମୃତ
  • ||
  • ଷ୍ଟାଫ୍‌ନର୍ସ ମୌସୁମୀ ମିଶ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ସହକର୍ମୀ କହିଲେ, ‘ତାଙ୍କୁ ହତ୍ୟା କରାଯାଛି’
  • ||

ହସ୍ପିଟାଲରେ ଅଗ୍ନିକାଣ୍ଡ; ୨ ମୃତ, ୧୦୦ରୁ ଅଧିକ ଆହତ

17/12/2018 at 7:12 PM

ମୁମ୍ବାଇ ୧୭/୧୨ : ମୁମ୍ବାଇ ଅଂଧେରୀ ସ୍ଥିତ କମଗାର ହସ୍ପିଟାଲରେ ନିଆଁ ଲାଗି ୨ ଜଣଙ୍କର ମୃତ୍ୟୁ ହୋଇଛି | ଦୁର୍ଘଟଣାରେ ୧୦୦ରୁ ଅଧିକ ଆହତ ହୋଇଥିବା ଜଣାପଡିଛି | ଉଦ୍ଧାର କାର୍ଯ୍ୟ ଜାରି ରହିଛି |
ସୂଚନାଯୋଗ୍ୟ ଯେ, ଆଜି ଅପରାହ୍ନ ୪ଟା ବେଳେ ଅଚାନକ କମଗାର ଏଏସଇସି ହସ୍ପିଟାଲରେ ନିଆଁ ଲାଗି ଯାଇଥିଲା | ଏ ସମ୍ପର୍କରେ ଖବର ପାଇ ଅଗ୍ନିଶମ ବାହିନୀ ହସ୍ପିଟାଲରେ ପହଂଚି ନିଆଁ ଲିଭା କାର୍ଯ୍ୟ ଆରମ୍ଭ କରିଥିଲା | କିନ୍ତୁ ଉଦ୍ଧାର କାର୍ଯ୍ୟ ଚାଲିଥିବା ସତ୍ୱେ ୨ ଜଣ ରୋଗୀଙ୍କର ପ୍ରାଣ ହାନି ହୋଇଛି | ବର୍ତ୍ତମାନ ପର୍ଯ୍ୟନ୍ତ ଉଦ୍ଧାର କାର୍ଯ୍ୟ ରହିଛି | ତେଣୁ ଆହୁରି କିଛି ଲୋକ ହସ୍ପିଟାଲ ନିଆଁରେ ଫସିଥିବା ଆଶଙ୍କା କରାଯାଉଛି |

   Related Posts