ଅଗ୍ନିକାଣ୍ଡରେ ୩ଟି ଦୋକାନ ପୋଡି ପାଉଁଶ, ଗ୍ୟାସ୍ ଲିକ୍ ହୋଇ ନିଆଁ ଲାଗିଥିବା ସନ୍ଦେହ
14/12/2019 at 7:27 AM

ପାରୀଦୀପ ୧୪।୧୨: ପାରାଦୀପ ଗଡ଼ଗେଟ୍ ବଜାରରେ ଅଗ୍ନିକାଣ୍ଡ ଘଟିଛି ।ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି ।

ସୂଚନାଯୋଗ୍ୟ ଯେ, ପାରାଦୀପ ଗଡଗେଟ୍ ବଜାରରେ ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ତିନୋଟି ଦୋକାନ ସମ୍ପୂର୍ଣ୍ଣ ପୋଡ଼ି ପାଉଁଶ ହୋଇଯାଇଛି । ଗ୍ୟାସ ଲିକ୍ ହୋଇ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି ।
Related Posts
ପଥ ହୁଡୁଛି ବିକାଶ! ଏବେ ବି ସମସ୍ୟା ଘେରରେ ରାଇକଳାବାସୀ
21 January 2021
ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ମୁଖ୍ୟ ଶାସନ ସଚିବ
21 January 2021
ଜି.ଉଦୟଗିରି: ମିନି ବସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା
21 January 2021