Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ପ୍ରଭାବ: ୨୪ ଘଣ୍ଟାରେ ସୁସ୍ଥ ହୋଇ ଘରକୁ ଫେରିଲେ ୬୪୮ ସଂକ୍ରମିତ
  • ||
  • ଲଭ୍‌ ଜିହାଦ ଉପରେ ଅଧ୍ୟାଦେଶ ପାରିତ କଲା ୟୁପି କ୍ୟାବିନେଟ୍‌, ଧୋକା-ଧମକ ଦେଇ ଧର୍ମ ପରିବର୍ତ୍ତନ କରାଇଲେ ୧୦ ବର୍ଷ ଜେଲ୍‌
  • ||
  • ଅତ୍ୟଧିକ କାମର ବୋଝ ସହିନପାରି ଆଖି ବୁଜିଲେ ବାପା: ଉପର ଅଧିକାରୀଙ୍କ ବିରୋଧରେ ସଂଗୀନ ଅଭିଯୋଗ ଆଣିଲେ ଝିଅ, କହିଲେ…
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||
  • ୨ ବାରହା ଶିକାରୀ ଗରିଫ: ମାଂସ ଭାଗବଣ୍ଟା ବେଳେ ମାଡି ବସିଲେ ବନ ବିଭାଗର କର୍ମଚାରୀ
  • ||
  • କରୋନାରେ ଜୀବନ ହାରିଥିବା ଠିକାଦାରଙ୍କୁ ଆର୍ଥିକ ସହାୟତା ଦେଲା ଠିକାଦାର ସଂଘ
  • ||
  • ୧୦ ଡଲାରରୁ କମ୍‌ ମୂଲ୍ୟରେ ମିଳିବ ଋଷ କରୋନା ଭ୍ୟାକ୍‌ସିନ Sputnik V, ଜାନୁଆରୀରୁ ଆରମ୍ଭ ହେବ ଡେଲିଭରି
  • ||
  • ହାଇଓ୍ବା ଧକ୍କାରେ ଜଣେ ଶିଶୁଙ୍କ ସମେତ ୬ ଜଣଙ୍କ ମୃତ୍ୟୁ: ଚାଲି ଚାଲି ଯିବା ବେଳେ ପଛରୁ ମାଡିଗଲା
  • ||
  • ଭୁବନେଶ୍ୱର : ପୁରୀ ହାଜତ ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ
  • ||
  • ଯୋଜନାବଦ୍ଧ ଲୁଟ୍ : ସାଙ୍ଗଙ୍କୁ ଲଗାଇ ଡକାୟତି କରାଇଥିଲା IIFL କର୍ମଚାରୀ ଲାଲା ଅମ୍ରିତ ରାୟ
  • ||

ଦିଲ୍ଲୀ ସିଜିଓ କମ୍ପ୍ଲେକ୍ସ ଅନ୍ତଦ୍ୟୋୟ ଭବନରେ ଭୟାବହ ଅଗ୍ନିକାଣ୍ଡ

6/03/2019 at 11:09 AM

ଦିଲ୍ଲୀ ୬|୩ : ଦିଲ୍ଲୀ ସିଜିଓ କମ୍ପ୍ଲେକ୍ସରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ପଣ୍ଡିତ ଦିନଦୟାଲ ଅନ୍ତଦ୍ୟୋୟ ଭବନର ପଞ୍ଚମ ମହଲାରେ ନିଆଁ ଲାଗିଯାଇଛି । ନିଆଁ ଲିଭା କାମରେ ୨୪ଟି ଦମକଳ ଗାଡି ନିୟୋଜିତ ହୋଇଥିଲା । ନିଆଁକୁ ଆୟତ୍ତ କରାଯାଇଛି । ଏହି ମହଲାରେ ବିଭିନ୍ନ ସରକାରୀ କାର୍ଯ୍ୟାଳୟ ରହିଛି । ନିଆଁ ଲାଗିଯିବାରୁ ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ସହ ଆସବାପତ୍ର ସମ୍ପୂର୍ଣ୍ଣ ପୋଡି ପାଉଁଶ ହୋଇଯାଇଛି । ଅଗ୍ନିକାଣ୍ଡରେ କେତେ କ୍ଷୟକ୍ଷତି ହୋଇଛି ଏପର୍ଯ୍ୟନ୍ତ ଆକଳନ ହୋଇନାହିଁ । ସର୍ଟ ସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି ।

   Related Posts