Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜୟପୁର : ପ୍ରବାସୀ ଶ୍ରମିକଙ୍କୁ ଅଧା ରାସ୍ତାରେ ଓହ୍ଲାଇଦେଲା ବସ୍, ଅଭିଯୋଗ ପରେ ବସ୍ ସହ ଡ୍ରାଇଭର ଓ କଣ୍ଡକ୍ଟର ଅଟକ
  • ||
  • ଚାନ୍ଦବାଲି : ୨ ଦିନ ଆଖଣ୍ଡଳମଣୀଙ୍କ ମନ୍ଦିର ବନ୍ଦ, ଜଣେ ସେବାୟତ କରୋନା ପଜିଟିଭ୍ ପରେ ପ୍ରଶାସନର ପଦକ୍ଷେପ
  • ||
  • ଟାଙ୍ଗୀ : ଟ୍ରକ୍-ବସ୍ ମୁହାଁମୁହିଁ ଧକ୍କା, ଟ୍ରକ୍ ହେଲପର ମୃତ, ଡ୍ରାଇଭର ଗୁରୁତର
  • ||
  • ରାଇରଙ୍ଗପୁର : ସ୍କୁଲ ନିକଟ ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ, ହତ୍ୟା ନା’ ଆତ୍ମହତ୍ୟା
  • ||
  • ସୋର : ଭୁବନେଶ୍ବର-କୋଲକତା ଜନଶତାବ୍ଦୀ ଟ୍ରେନ୍‌ରେ ନିଆଁ, ଟଳିଲା ବଡ ଦୁର୍ଘଟଣା
  • ||
  • ‘ଚାକିରୀରେ ୬ ବର୍ଷ ପୂରଣ କରିଥିବା କର୍ମଚାରୀଙ୍କୁ ସରକାର ରେଗୁଲାର କରିବାକୁ ବାଧ୍ୟ’, ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଲେ ହାଇକୋର୍ଟ
  • ||
  • ରାଜ୍ୟରେ କରୋନା ନେଲା ଆଉ ୨ଜଣଙ୍କ ଜୀବନ, ୧୯୩୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ବଡ଼ଗାଁ ପଞ୍ଚାୟତ ୩ ଦିନ ପାଇଁ ଲକ୍‌ଡାଉନ୍‌, ବନ୍ଦ ରହିବ ହାଟ ଓ ବଜାର
  • ||
  • ରାୟଗଡ଼ାରେ ମୃଦୁ ଭୂକମ୍ପ, କ୍ଷୟକ୍ଷତିର ସୂଚନା ନାହିଁ
  • ||
  • ବଢୁଛି ସଂକ୍ରମଣ : ରାଜ୍ୟରେ ୩୦ଜିଲ୍ଲାରୁ ଚିହ୍ନଟ ହେଲେ ସଂକ୍ରମିତ, ୨୪ ଘଣ୍ଟାରେ ୨୯୮୯ ପଜିଟିଭ୍ ଚିହ୍ନଟ
  • ||

କପଡା ଗୋଦାମରେ ଅଗ୍ନିକାଣ୍ଡ : ଜଳିଗଲା ପ୍ରାୟ ୭ ଲକ୍ଷ ଟଙ୍କାର ସଂପତ୍ତି

21/10/2019 at 9:41 AM

ରାଉରକେଲା ୨୧।୧୦: ରାଉରକେଲାରେ ଜଳିଗଲା କପଡା ଦୋକାନ । ମେନରୋଡ ମଙ୍ଗଳ ଭବନ ନିକଟ କପଡା ଗୋଦାମରେ ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ହୋଇଛି । ନିଆଁ ଲାଗି ପ୍ରାୟ ୭ ଲକ୍ଷ ଟଙ୍କାର ସଂପତ୍ତି ପୋଡି ପାଉଁଶ ହୋଇଯାଇଛି ।

ଅଗ୍ନିକାଣ୍ଡ ଖବରପାଇ ୨ଟି ଦମକଳ ଗାଡି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ସର୍ଟ ସର୍କିଟରୁ ନିଆଁ ଲାଗିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି । 

   Related Posts