Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅଭିଯୁକ୍ତକୁ ଉଠାଇ ଆଣିବାରୁ ଥାନା ପରିସରରେ ତୁମୁଳକାଣ୍ଡ, ଗ୍ରାମବାସୀ ଓ ପୋଲିସ ମାରପିଟ
  • ||
  • ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଭୁଶୁଡିଯିବ ଘାଘରା ପୋଲ ! ବିପଦରେ ଶହଶହ ଯାତ୍ରୀଙ୍କ ଜୀବନ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୫୨୦ କୋଭିଡ୍ ପଜିଟିଭ୍, ୧୨୦୪୬୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ କରୋନା ବେଲଗାମ୍ : ଆଉ ୧୩ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ଚର୍ଚ୍ଚାରେ ବଡପୋଖରୀଆ ପଞ୍ଚାୟତ : ପ୍ରତିଦ୍ୱନ୍ଦ୍ୱିତା ହେଲାନି, ନିର୍ଦ୍ୱନ୍ଦ୍ୱରେ ଚୟନ ହେଲେ ସରପଞ୍ଚ ଏବଂ ଓ୍ୱାର୍ଡ ମେମ୍ବର
  • ||
  • ରବିବାରଠୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||
  • ପରିବା ମାର୍କେଟରେ ଅଗ୍ନିକାଣ୍ଡ, ଜଳିଗଲା ସବୁ ଦୋକାନ
  • ||

କଟକ ଏସସିବି ମେଡିକାଲରେ ଅଗ୍ନିକାଣ୍ଡ

8/03/2019 at 9:52 AM

କଟକ ୮|୩ : କଟକ ବଡ ମେଡିକାଲରେ ଅଗ୍ନିକାଣ୍ଡ ହୋଇଛି । ଏସସିବି ପାଥୋଲୋଜି ବିଭାଗରେ ଲାଗିଛି ନିଆଁ । ନିଆଁକୁ ଆୟତ କରିଛି ଦମକଳବାହିନୀ । ନିଆଁ ଲିଭା କାର୍ଯ୍ୟରେ ୩ଟି ଦମକଳବାହିନୀ ନିୟୋଜିତ ହୋଇଥିଲେ । ତେବେ ସଟ୍ ସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । ଅଗ୍ନିକାଣ୍ଡରେ କେହି ଆହତ ହୋଇନଥିବା ସୂଚନା ମଳିଛି । ତେବେ ଅଗ୍ନିକାଣ୍ଡ ଫଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଲକ୍ଷ ଲକ୍ଷ ଟଙ୍କାର ଆସବାବପତ୍ର ପୋଡି ନଷ୍ଟ ହୋଇଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚିଛି ।

   Related Posts