Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ପାରାଦୀପ IOCL ତେଲ ଡିପୋରେ ଅଗ୍ନିକାଣ୍ଡ, ଅଗ୍ନିଶମ ବାହିନୀର ନିଆଁ ଲିଭା ଜାରି

19/09/2021 at 1:55 PM

ପାରାଦୀପ ୧୯/୦୯: ତେଲ ଡିପୋରେ ନିଆଁ । ପାରାଦୀପ ଆଇଓସିଲ ତେଲ ଡିପୋରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ୨ଟି ଦମକଳ ଗାଡ଼ି ନିଆଁ ଲିଭାଇବା କାର୍ଯ୍ୟରେ ନିୟୋଜିତ ହୋଇଥିବା ଜଣାପଡିଛି ।

ସୂଚନା ମୁତାବିକ, ପାରାଦୀପ ବାଉରିଆପାଳନ୍ଦାରେ ଥିବା IOCL ଗ୍ୟାସ୍ ମାର୍କେଟିଂ ଟର୍ମିନାଲରେ ଅଗ୍ନିକାଣ୍ତ ଘଟିଛି। ଟର୍ମିନାଲରେ LPG ଗ୍ୟାସ୍ ଷ୍ଟକ୍ ଜଣାପଡିଛ। ନିଆଁ ଲିଭାଇବା ପାଇଁ ଅଗ୍ନିଶମ ଟିମ୍ ଉଦ୍ୟମ ଜାରି ରଖିଛି । ତେବେ କେଉଁ କାରଣ ଅଗ୍ନିକାଣ୍ଡ ଘଟିଛି ତାହା ଜଣାପଡି ନାହିଁ। ଘଟଣାସ୍ଥଳରେ ସ୍ଥାନୀୟ ଆଇଓସିଏଲ ଅଧିକାରୀ ପହଞ୍ଚି ଥିବା ସୂଚନା ରହିଛି ।

   Related Posts