Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରଲୋକରେ ଦିବଙ୍ଗତ ଅଭିନେତା ବିଜୟ ମହାନ୍ତିଙ୍କ ମାଆ
  • ||
  • ଭୁବନେଶ୍ୱରରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ କୋଭିସିଲ୍ଡ ଟିକା, ୧୮ ବର୍ଷରୁ ୪୪ ବର୍ଷ ବୟସ୍କଙ୍କୁ ଦିଆଯିବ
  • ||
  • କୁକୁର ଆକ୍ରମଣରେ ହରିଣ ଗୁରୁତର, ଉଦ୍ଧାର କଲେ ଗାଁ ଲୋକେ…
  • ||
  • କଳାହାଣ୍ଡି : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

ପଟ୍ଟାମୁଣ୍ଡାଇ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଅଗ୍ନିକାଣ୍ଡ

4/08/2018 at 6:06 AM

ଗତକାଲି ବିଳମ୍ବିତ ରାତିରେ ପଟ୍ଟାମୁଣ୍ଡାଇ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ଭିତରେ ଥିବା ନିରାମୟ ଔଷଧ କେନ୍ଦ୍ରରେ ଅଗ୍ନିକାଣ୍ଡ ଘଟି ବହୁ ଗୁରୁତ୍ୱପୂର୍ଣ କାଗଜପତ୍ର ସହିତ କମ୍ପୁଟର ଫ୍ୟାନ, ଫର୍ଣିଚର ସହ ବହୁ ଔଷଧ ମଧ୍ୟ ପୋଡି ପାଉଁଶ ହୋଇଯାଇଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଚିଂ ନିଅଁ।କୁ ଆୟତ୍ତ କରିଥିଲେ | ନିଅଁ। ସର୍ଟ ସର୍କିଟ ଯୋଗୁଁ ଲାଗିଛି ବୋଲି କହିଛନ୍ତି ପଟ୍ଟାମୁଣ୍ଡାଇ ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ରର ଭାରପ୍ରାପ୍ତ ଅଧତ୍କାରୀ । ତେବେ ନିରାମୟ କେନ୍ଦ୍ରକୁ ଅଧତ୍କାରୀଙ୍କ ଦ୍ୱାରା କ୍ଷୟକ୍ଷତିର ଆକଳନ ଓ ନିଅଁ। ଲାଗିବାର କାରଣ ଅନୁସନ୍ଧାନ ପାଇଁ ସିଲ କରାଯାଇଛି |

   Related Posts