Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

କେନ୍ଦ୍ରାପଡାରେ ଅଗ୍ନିକାଣ୍ଡରେ ଜଳିଗଲା ଦୋକାନ

1/01/2019 at 9:07 AM

କେନ୍ଦ୍ରାପଡା ୦୧।୦୧: କେନ୍ଦ୍ରାପଡ଼ା ନିକିରାଇ ଥାନା ଅନ୍ତର୍ଗତ ଇନ୍ଦୁପୁର ବଜାରରେ ଅଗ୍ନିକାଣ୍ଡ । ଗତ କାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ଅନନ୍ତ ସାହାଣୀ ଙ୍କ ଗ୍ରୋସରୀ ଦୋକାନ ସମ୍ପୂର୍ଣ୍ଣ ଜଳି ଯାଇଛି । ନୂଆ ବର୍ଷ କୁ ଦୃଷ୍ଟିରେ ରଖି ଦୋକାନରେ ମହାଯୁଦ ଥିବା ଲକ୍ଷାଧିକ ଟଙ୍କା ର ସଉଦା ପତ୍ର ପୋଡ଼ି ପାଉଁଶ ହୋଇଯାଇଛି । ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ଥିବାରୁ ନିଆଁ କୁ ଆୟତ କରାଯାଇ ପାରି ନ ଥିଲା | ତେବେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ଘଟି ଥିବା ଅନୁମନ କରାଯାଉଛି ।

   Related Posts