Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୭ କୋଭିଡ୍ ପଜିଟିଭ୍, ୩୩୭୧୯୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଓଡିଶା ହାତରୁ ଖସୁଛି ବନ୍ଧୁଗାଁ ବ୍ଲକ, ଲୋଭ ଦେଖାଇ ଗାଁ ଲୋକଙ୍କୁ ନିଜ ଆଡକୁ ଟାଣୁଛି ଆନ୍ଧ୍ର
  • ||
  • ଅଟୋକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ : ଜଣେ ମୃତ, ୩ ଗୁରୁତର
  • ||
  • ବାଇକକୁ ଧକ୍କା ଦେଲା ହାଇଓ୍ୱା, ଆରୋହୀ ମୃତ
  • ||
  • ଯୁବତୀଙ୍କୁ ଘରୁ ଉଠାଇ ନେଇ ୧୫ ଦିନ ଧରି ଦୁଷ୍କର୍ମ ! ଅଭିଯୁକ୍ତ ଦେଉଥିଲା ହତ୍ୟା ଧମକ, ଫଟୋ ଭାଇରାଲ ନେଇ କରୁଥିଲା ବ୍ଲାକମେଲିଂ…
  • ||
  • ତାତିରୁ ଏବେ ନିସ୍ତାର ନାହିଁ, ଆହୁରି ଛଟପଟ କରିବ ଖରା
  • ||
  • ବାରିପଦା : କୋଭିଡ ନିୟମକୁ ବେଖାତିର, ୫ଟି ଦୋକାନ ସିଲ୍‌
  • ||

ରୋଷେଇ ଚୁଲାରୁ ନିଆଁ ଲାଗି ଜଳିଗଲା ୫ବଖରା, ଜଣେ ମହିଳା ଗୁରୁତର

25/02/2019 at 9:26 AM

ମାର୍ଶାଘାଇ ୨୫|୨: ଅଗ୍ନିକାଣ୍ଡରେ ପାଞ୍ଚ ବଖରା ଘର ଭସ୍ମୀଭୂତ ହୋଇଯାଇଛି । କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ବ୍ଲକ ମୂଷାଡିଆ ଗାଁର ଶରତ ନାୟକ ଓ ସୁଶାନ୍ତ ନାୟକ ଘରେ ନିଆଁ ଲାଗି ପାଞ୍ଚ ବଖରା ଘର ଭସ୍ମୀଭୂତ ହୋଇଛି ।

ଗତକାଲି ବିଳମ୍ବିତ ରାତିରେ ଶୋଇଥିବା ସମୟରେ ଚୁଲିର ନିଆଁ ଲାଗିବା ଫଳରେ ଏହି ଅଗ୍ନିକାଣ୍ଡ ଘଟିଥିବା ଆଶଙ୍କା କରାଯାଉଛି । ତିନିଟି ଗାଈ ସମେତ ଜଣେ ମହିଳା ଗୁରୁତର ହୋଇଛନ୍ତି । ଗୁରୁତର ମହିଳାଙ୍କୁ କେନ୍ଦ୍ରାପଡା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

   Related Posts