Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦିବଗଂତ କଂଗ୍ରେସ ନେତା ଅଜିତ ମଙ୍ଗରାଜଙ୍କ ମାଆଙ୍କ ପରଲୋକ, 70 ବୟସରେ କୋଭିଡରେ ଚାଲିଗଲା ଜୀବନ
  • ||
  • କାୟା ମେଲାଉଛି କରୋନା, ୨୪ ଘଣ୍ଟାରେ ରାଜ୍ୟରେ ୩୧୪୪ ପଜିଟିଭ୍ ଚିହ୍ନଟ
  • ||
  • ପାଟଣା : ହାଇଓ୍ୱାକୁ ପିଟିଲା ଅଟୋ, ୭ ଗୁରୁତର
  • ||
  • ପଶ୍ଚିମବଙ୍ଗ : ଆଜି ପଞ୍ଚମ ପର୍ଯ୍ୟାୟ ନିର୍ବାଚନ, ଭାଗ୍ୟ ନିର୍ଦ୍ଧାରଣ କରିବେ ୩୪୨ ପ୍ରାର୍ଥୀ
  • ||
  • ରାଜ୍ୟରେ ଏଥର କମ୍ ବର୍ଷା, ବଙ୍ଗୋପସାଗରରେ ସୃଷ୍ଟି ହେବ ଅଧିକ ଲଘୁଚାପ
  • ||
  • ଲମତାପୁଟ : ଗଞ୍ଜେଇ ବୋଝେଇ କାର୍‌ ଜବତ, ୨ଗିରଫ
  • ||
  • ଗ୍ୟାଙ୍ଗଷ୍ଟର ହାଇଦର କରୋନା ପଜିଟିଭ୍‌, ଅଡୁଆରେ ପୋଲିସ
  • ||

ମୋଟର ପାର୍ଟସ୍ ଗୋଦାମରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ପାର୍ଟସ୍ ପୋଡି ନଷ୍ଟ

20/06/2019 at 12:25 PM

ବଡବିଲ ୨୦|୬: ମୋଟର ପାର୍ଟସ୍ ଗୋଦାମରେ ଅଗ୍ନିକାଣ୍ଡ ହୋଇ ଲକ୍ଷାଧିକ ଟଙ୍କାର ପାର୍ଟସ୍ ପୋଡ଼ି ପାଉଁଶ ହୋଇଯାଇଛି । ଯୋଡା ଥାନା କମାରଯୋଡାରେ ଥିବା ରାଜା ପାର୍ଟସ୍ ଗୋଦାମରେ ଗତକାଲି ରାତିରେ ଅଗ୍ନିକାଣ୍ଡ ହୋଇଥିଲା । ନିଆଁ ବ୍ୟାପିବାର ଦେଖି ଅଗ୍ନିଶମ ବିଭାଗକୁ ଖବର ଦିଆଯାଇଥିଲା । ଦୁଇଟି ଦମକଳ ଗାଡି ଆସି ନିଆଁକୁ ଆୟତ୍ତ କରିଥିଲେ । ତେବେ ନିଆଁ ଆୟତ୍ତ ହେବା ବେଳକୁ ଲକ୍ଷାଧିକ ଟଙ୍କାର ମୋଟର ପାର୍ଟସ୍ ପୋଡି ପାଉଁଶ ହୋଇସାରିଥିଲା । ସର୍ଟ ସର୍କିଟ୍ କାରଣରୁ ଅଗ୍ନିକାଣ୍ଡ ଘଟିଥିଲା ବୋଲି ଦୋକାନ ମାଲିକ ଆମଦ୍ ରାଜା କହିଛନ୍ତି । 

   Related Posts