Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅନୁଗୋଳରେ କଣ୍ଟେନର-ଟ୍ରକ୍ ମୁହାଁମୁହିଁ ଧକ୍କା, ଟ୍ରକ୍ ଚାଳକ ମୃତ
  • ||
  • ଷ୍ଟାଫ୍‌ନର୍ସ ମୌସୁମୀ ମିଶ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ସହକର୍ମୀ କହିଲେ, ‘ତାଙ୍କୁ ହତ୍ୟା କରାଯାଛି’
  • ||
  • ଦିଲ୍ଲୀରେ ଭାଇ-ଭାଉଜଙ୍କୁ ହାଣି ଫିଙ୍ଗିଦେଲା ସାନ ଭାଇ, ୬୦କି.ମି. ଦୂରରୁ ଉଦ୍ଧାର ହେଲା ମୃତଦେହ
  • ||
  • ଯାଜପୁରରେ କାର୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା, ଯନ୍ତ୍ରୀଙ୍କ ସହ ଚାଲିଗଲା ୨ ଜଣଙ୍କ ଜୀବନ, ୨ ଗୁରୁତର
  • ||
  • ପଶ୍ଚିମବଙ୍ଗ-ବାଂଲାଦେଶକୁ ମୁହାଁଇଲା ଭୀଷଣ ଅବପାତ, ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
  • ||
  • ମୁମ୍ବାଇ ସିଟି ସେଣ୍ଟର ମଲ୍‌ରେ ଭୟାବହ ଅଗ୍ନିକାଣ୍ଡ, ମଲ୍‌ରେ ଥିଲେ ପ୍ରାୟ ୩୦୦ ଲୋକ
  • ||

ଭଦ୍ରକ ପୋଡାଗଡିଆ ଗାଁରେ ଅଗ୍ନିକାଣ୍ଡ

28/06/2018 at 5:11 AM

ଭଦ୍ରକ ଗ୍ରାମାଞ୍ଚଳ ଥାନା ବଗମରା ପୋଡାଗଡିଆ ଗାଁରେ ଅଗ୍ନିକାଣ୍ଡ । ନିଆଁରେ ଜଳିଗଲା ୪ଟି ପରିବାରର ୧୨ ବଖରା ଘର । ଘଟଣାସ୍ଥଳରେ ଦମକଳବାହିନୀ ପହଞ୍ଚି ନିଆଁକୁ ଆୟତ କରିଛି । ନିଆଁ ଲାଗିବାର କାରଣ ଜଣାପଡିନଥିବା ବେଳେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଅନୁମାନ କରାଯାଉଛି ।

   Related Posts