Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

ରୋଷେଇ ଗ୍ୟାସ୍‌ରୁ ଅଗ୍ନିକାଣ୍ଡ: ମାଆ-ଝିଅ ଗୁରୁତର

1/06/2020 at 10:35 PM

ବ୍ରହ୍ମପୁର୧/୬: ବ୍ରହ୍ମପୁର ବାସୁଦେବ ନଗରରେ ଅଗ୍ନିକାଣ୍ଡ। ଗ୍ଯାସ୍‌ରେ ରୋଷେଇ କରିବା ବେଳେ ଅଘଟଣ ଘଟିଛି । ନିଆଁ ଲାଗି ଘରର ଆସବାବାବ ପତ୍ର ସହ ଅନ୍ଯାନ୍ଯ ଜିନିଷ ପୋଡି ନଷ୍ଟ ହୋଇଥିବା ସୂଚନା ମିଳିଛି। ଏହି ଦୁର୍ଘଟଣାରେ ମାଆ ଓ ଝିଅ ଗୁରୁତର ହୋଇଛନ୍ତି।ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ  କରିଛି।

   Related Posts