Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ଘାରୁଛି କରୋନା ମୃତ୍ୟୁ, ସେପଟେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୯୧୩ ସଂକ୍ରମିତ
  • ||
  • ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍: ଲେଖିଲେ, ଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଟଙ୍କା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି: ଜାଣନ୍ତୁ କିଏ, କେଉଁଠି
  • ||
  • ବରଗଡ଼: ‘ନୋ କ୍ଲାସ୍ ନୋ ଫି’ ଦାବିରେ ଜିଲ୍ଲାପାଳଙ୍କୁ ଘେରିଲେ କଲେଜ ଛାତ୍ରଛାତ୍ରୀ
  • ||
  • ନାବାଳିକାକୁ ଦୁଷ୍କର୍ମ ପରେ ବିଷ ଦେଇ ହତ୍ୟା କରିଥିଲା ସଂପର୍କୀୟ କକା: ଏମିତି ଅଭିଯୋଗ ନେଇ ଜିଲ୍ଲାପାଳଙ୍କୁ ଘେରିଲେ ମହିଳା
  • ||
  • ମାଲକାନଗିରି :ପଡିଆ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ମେଡିକାଲ ଅଫିସରଙ୍କୁ ଗିରଫ କଲା ଭିଜିଲାନ୍ସ
  • ||
  • ମାଲକାନଗିରି : ଜମିବାଡି ବିବାଦରୁ ହତ୍ୟାକାଣ୍ଡ ! ହତ୍ୟା କରି ଫିଙ୍ଗିଦେଲେ ଘର ଆଗରେ
  • ||
  • ଝାରସୁଗୁଡା : ଟେଣ୍ଟ ହାଉସ୍ ଗୋଦାମରେ ଅଗ୍ନିକାଣ୍ଡ, ୫୦ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡି ଭସ୍ମୀଭୂତ
  • ||
  • ଭୁବନେଶ୍ବର : ଓଟିଭିରୁ ଇସ୍ତଫା ଦେଲେ ନିହାର ରଞ୍ଜନ ଭୂୟାଁ
  • ||
  • କଟକ : ଘରୋଇ ସ୍କୁଲ ଫି’ କମାଇବା ମାମଲା : ଫି’ କେତେ କମିବ ସତ୍ୟପାଠ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
  • ||

ଅଗ୍ନିକାଣ୍ଡରେ ଜଳିଗଲା ୬ ବଖରା ଘର, ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡି ପାଉଁଶ

17/07/2020 at 10:54 AM

ଭଦ୍ରକ୧୭/୭: ଅଗ୍ନିକାଣ୍ଡରେ ଜଳିଗଲା ୬ ବଖରା ଘର। ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ ଅନ୍ତର୍ଗତ ଅସୁରାଳି ତୁରବନ୍ତିଆ ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଏହି ଅଗ୍ନିକାଣ୍ଡରେ ଜଳିଗଲା ୪ଟି ପରିବାରର ୬ ବଖରା ଘର । ଏହାସହ ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡି ପାଉଁଶ ହୋଇଯାଇଥିବାର ସୂଚନା ମିଳିଛି।  ଗ୍ୟାସ ଲିକ୍ ଯୋଗୁଁ ଏଭଳି ଭୟାବହ ଅଗ୍ନିକାଣ୍ଡ ଘଟିଥିବା ପ୍ରାଥମିକ ସୂଚନାରୁ ଜଣାପଡିଛି। ତେବେ ଧାମନଗର ଅଗ୍ନିଶମ ବାହିନୀ ଓ ସ୍ଥାନୀୟ ଲୋକ ମିଳିତ ଭାବେ ନିଆଁକୁ ଆୟତ୍ତ କରିଥିବା ସୂଚନା ମିଳିଛି ।

   Related Posts