Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ସର୍ଟ ସର୍କିଟ ଯୋଗୁଁ ବ୍ୟାଙ୍କରେ ଅଗ୍ନିକାଣ୍ଡ ! ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ପୋଡି ପାଉଁଶ

30/06/2020 at 1:57 PM

ନିଶ୍ଚିନ୍ତକୋଇଲି ୩୦।୦୬: କଟକ ଜିଲ୍ଲା ମାହାଙ୍ଗା ବ୍ଲକ ଉମର ଗାଁ ରେ ଥିବା ଏକ  ବ୍ୟାଙ୍କରେ ଭୟାବହ ଅଗ୍ନିକାଣ୍ଡ ଘଟିଛି ।  ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି ।  ଅଗ୍ନିକାଣ୍ଡରେ ବ୍ୟାଙ୍କର ନେଟଓ୍ବାର୍କ ଓ ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ନଷ୍ଟ ହୋଇଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି ।

ସୂଚନାଯୋଗ୍ୟ ଯେ, ଆଜି ବ୍ୟାଙ୍କ କାର୍ଯ୍ୟ ଚାଲୁଥିବା ବେଳେ ହଠାତ୍‌ ବ୍ୟାଙ୍କରେ ନିଆଁ ଲାଗିଯାଇଥିଲା । ଉପସ୍ଥିତ ଥିବା ସ୍ଥାନୀୟ ଲୋକେ ଏବଂ ବ୍ୟାଙ୍କ କର୍ମଚାରୀ ମାନେ ମିଳିତ ଭାବେ ନିଆଁକୁ ପାଣି ପକାଇ ଆୟତ କରିଥିଲେ। କିଛି ସମୟ ପରେ ଖବର ପାଇ ନିଶ୍ଚିନ୍ତକୋଇଲି ଏବଂ କୁଆଁପାଳ ଅଗ୍ନିଶମ ବିଭାଗ ଆସି ପହଞ୍ଚିଥିଲେ । କିନ୍ତୁ ସେତେବେଳକୁ ନିଆଁ ଆୟତ ହୋଇଯାଇଥିଲା।  ଅଗ୍ନିକାଣ୍ଡ ଫଳରେ ବ୍ୟାଙ୍କର ସମସ୍ତ କାର୍ଯ୍ୟ ବର୍ତ୍ତମାନ ପାଇଁ ଠପ୍ ହୋଇଯାଇଛି।

   Related Posts