Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚେତୁନାହାଁନ୍ତି ଅମାନିଆ : ବିଭିନ୍ନ ଆଳ କରି ବଜାରରେ ବୁଲୁଛନ୍ତି, ଫାଇନ୍ ବି ଗଣୁଛନ୍ତି
  • ||
  • ‘ଟିକାରୁ ଜିଏସଟି ଛାଡ କର’ : କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ
  • ||
  • ଭୟଙ୍କର : ୨୪ ଘଣ୍ଟାରେ ଦେଶରେ ବାହାରିଲେ ୪ ଲକ୍ଷ ୧୪ ହଜାରରୁ ଅଧିକ ପଜିଟିଭ୍, ୩୯୧୫ ମୃତ
  • ||
  • କରୋନା ରୋଗୀଙ୍କୁ ମେଡିସିନ୍ ନେଇ ଜାରି ହେଲା ଏସଓପି : ଆକ୍ରାନ୍ତଙ୍କୁ ଇଞ୍ଜେକ୍ସନ ଦେବା ପୂର୍ବରୁ ଯାଞ୍ଚ ହେବ ସ୍ୱାସ୍ଥ୍ୟାବସ୍ଥା
  • ||
  • ରାଜସ୍ଥାନରେ ୧୪ ଦିନିଆ ଲକ୍‌ଡାଉନ୍‌ ଲଗାଇଲେ ସରକାର, ୩୧ ଯାଏଁ ହୋଇପାରିବନି ବିବାହ
  • ||
  • ପଶୁପକ୍ଷୀଙ୍କୁ ମଧ୍ୟ ହେଉଛି କରୋନା, ଆଗରୁ ଆହୁରି ହେବେ ସଂକ୍ରମିତ ! ଚିନ୍ତାରେ ସରକାର
  • ||
  • ଛୋଟ ପିଲାଙ୍କ ପ୍ରତି ବିପଦ ବେଶୀ, ଦୈନିକ ୫୦୦ ଶିଶୁ ହେଉଛନ୍ତି କୋଭିଡ୍ ପଜିଟିଭ୍
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ ଜଣଙ୍କ ଜୀବନ, ୨୧୪୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଗାଁ ନିକଟରେ ବୁଲୁଛି ଗୋଠଛଡା ଦନ୍ତା, ଗ୍ରାମବାସୀ ଭୟଭୀତ
  • ||
  • ୧୨ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୨,୨୩୮ ପଜିଟିଭ୍
  • ||

ବାଇକ୍ ସୋରୁମ୍‌ରେ ଅଗ୍ନିକାଣ୍ଡ : ଜଳିଗଲା ୫ରୁ ଅଧିକ ବାଇକ୍

13/11/2020 at 9:25 AM

ଖୋର୍ଦ୍ଧା୧୩/୧୧: ବାଇକ୍ ସୋ ରୁମ୍‌ ପଛପଟ ଓ୍ବାର୍କସପରେ ଅଗ୍ନିକାଣ୍ଡ। ନିଆଁ ଉଗ୍ରରୂପ ଧାରଣ କରିବା ପୂର୍ବରୁ ଦମକଳ ବାହିନୀ କର୍ମଚାରୀ ନିଆଁକୁ ଆୟତ୍ତ କରିଥିଲେ। କୋର୍ଟ ସାମ୍ନାରେ ଥିବା ହିରୋ ସୋ ରୁମର ୱାର୍କସପରେ କୌଣସି କାରଣରୁ ନିଆଁ ଲାଗିଯାଇଥିଲା।

ଏଥିସହ ଅବ୍ୟବହୃତ ଜିନିଷ, ମୋବିଲ ଏବଂ ୫ରୁ ୬ଟି ପୁରୁଣା ମଟର ସାଇକେଲ ଜଳି ନଷ୍ଟ ହୋଇଯାଇଛି। ଖବର ପାଇ ଖୋର୍ଦ୍ଧା ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଛି। ଆଖପାଖରେ ଥିବା ଘର ଏବଂ ସୋରୁମରେ ଥିବା ଗାଡି ସବୁ ସୁରକ୍ଷିତ ରହିଛି।

   Related Posts