Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୨୪୫୨ ଆକ୍ରାନ୍ତ, କିନ୍ତୁ ସଂକ୍ରମଣ ବୃଦ୍ଧିରେ ଲାଗୁନି ରୋକ୍‌
  • ||
  • କମ୍ବିଂ ବେଳେ ଏସ୍‌ଓଜି ଯବାନ-ମାଓବାଦୀ ମୁହାଁମୁହିଁ, ଗୁଳି ବିନିମୟରେ ମାଓବାଦୀ ମୃତ !
  • ||
  • ସାଲେପୁର : ଡାକ ଘରେ ଚାଲିଥିଲା ଭୋଜି ଭାତର ଆୟୋଜନ, ୩ ହଜାର ଟଙ୍କା ତଣ୍ଡ ଗଣିଲେ କର୍ମଚାରୀ
  • ||
  • ନୀଳଗିରି : ପୋଖରୀରେ ଗାଧୋଇବା ବେଳେ ଖସିଗଲା ଗୋଡ, ଚାଲିଗଲା ନାବାଳିକାଙ୍କ ଜୀବନ
  • ||
  • ସାନଖେମୁଣ୍ଡି : ବେଆଇନ ମଦ ବିକ୍ରିକୁ ନେଇ ଜନ ଅସନ୍ତୋଷ, ଥାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ
  • ||
  • କର୍ଲାମୁଣ୍ଡା : ୨ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡିଲେ ରାଜସ୍ବ ନିରୀକ୍ଷକ
  • ||
  • ଆନନ୍ଦପୁର : ଯୁକ୍ତ ୨ ପରୀକ୍ଷା ବାତିଲ ଦାବିରେ ୨ଟି ମହାବିଦ୍ୟାଳୟ ଛାତ୍ରଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ଦୈନିକ ଲକ୍ଷେ ଟେଷ୍ଟ କରନ୍ତୁ ରାଜ୍ୟ ସରକାର – ବିଜୟ ମହାପାତ୍ର
  • ||
  • ଭୁବନେଶ୍ବର : ଓଡିଶାର ଚିହ୍ନଟ ହୋଇନି କରୋନାର ଟ୍ରିପଲ ମ୍ୟୁଣ୍ଟାଣ୍ଟ – ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ
  • ||
  • ଖୋର୍ଦ୍ଧା : ଅନଲାଇନ୍‌ରେ ପରୀକ୍ଷା ଅଥବା ବାତିଲ୍ ଦାବିରେ ଯୁକ୍ତ ୨ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ
  • ||

ଚନ୍ଦକା ଜଙ୍ଗଲରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ

25/02/2021 at 6:37 PM

ଭୁବନେଶ୍ବର୨୫/୨: ଭୁବନେଶ୍ବର ଉପକଣ୍ଠ ଚନ୍ଦକା ଜଙ୍ଗଲରେ ଅଗ୍ନିକାଣ୍ଡ। ଗୁରୁବାର ଅପରାହ୍ନ ୧ଟା ସମୟରେ ନିଆଁ ଲାଗିଥିବା ସୂଚନା ମିଳିଛି। ଚନ୍ଦକା ଜଙ୍ଗଲ ନିକଟରେ ଥିବା କୁଜିମହଲ ଗାଁ ଉପରେ ସାମାନ୍ୟ ନିଆଁ ଧାସ ପଡିଛି। ଏହି ନିଆଁରେ ଜଣଙ୍କ ଘର ଜଳି ଯାଇଥିବା ସୂଚନା ମିଳିଛି। ବର୍ତ୍ତମାନ ସୁଦ୍ଧା ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ। ନିଆଁକୁ ଆୟତ୍ତ କରିବାରେ ଜଙ୍ଗଲ ବିଭାଗ ସଫଳ ହୋଇଛି।

   Related Posts