Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିସା ଉପରେ ଲାଗିଥିବା କଟକଣା ହଟାଇଲେ ସରକାର
  • ||
  • ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ କବିତା ଲେଖିଲେ ରାହୁଲ
  • ||
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||

ସୁନ୍ଦରଗଡ କାଉଣ୍ଟିଂ ହଲ୍‌ରେ ଲାଗିଲା ନିଆଁ, ମତଗଣନା ବାଧାପ୍ରାପ୍ତ

23/05/2019 at 1:10 PM

ସୁନ୍ଦରଗଡ ୨୩|୫: ସୁନ୍ଦରଗଡ କାଉଣ୍ଟିଂ ହଲ୍ ରେ ନିଆଁ ଲାଗିଛି । ଫଳରେ ଏଠାରେ ମତଗଣନା ବାଧାପ୍ରାପ୍ତ ହୋଇଛି । ସର୍ଟ ସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ସୂଚନା ମିଳିଛି । ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ କୁ ଆୟତ କରିବା ପାଇଁ ଉଦ୍ୟମ ଜାରି ରଖିଛି ।

ମତଗଣନା ଅଧିକାରୀ ଓ କର୍ମଚାରୀଙ୍କୁ କାଉଣ୍ଟିଂ ହଲରୁ ବାହାର କରାଯିବା ସହ ଷ୍ଟ୍ରଙ୍ଗ ରୁମ୍ ରୁ ଇଭିଏମ ସ୍ଥାନାନ୍ତର କରାଯାଉଛି ।

   Related Posts