Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଏମସିଡି ଉପ ନିର୍ବାଚନ : ଚୌକା ମାରିଲା ଆପ୍, କଂଗ୍ରେସର ଗୋଟିଏରେ ବଡ ବିଜୟ, କିନ୍ତୁ ଖାତା ଖୋଲି ପାରିଲାନି ବିଜେପି
  • ||
  • ମଦ୍ରାସାରେ ପଢାଯିବ ଗୀତା, ଯୋଗ ଓ ରାମାୟଣ : ପାଠ୍ୟକ୍ରମରେ ସାମିଲ କଲା ଏନଆଇଓଏସ
  • ||
  • ଗଜପତି : ଜେଇଙ୍କ ଘରେ ଭିଜିଲାନ୍ସ ଚଢାଉ, ୨ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ
  • ||
  • ସମ୍ବଲପୁର : ଯୁଜୁମୁରା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁ ଘଟଣା : ନିଲମ୍ବିତ ହେଲେ ସଦର ରେଞ୍ଜର
  • ||
  • ସମ୍ବଲପୁର : ଦୁଇ ବାଇକ୍ ଉପରେ ଚଢିଗଲା ଟ୍ରକ୍, ୩ ମୃତ, ଜଣେ ଗୁରୁତର
  • ||
  • ସୋର : ୮ଲକ୍ଷ ଟଙ୍କା ପାଇଁ କିଡ୍‌ନାପ୍ ! ବନ୍ଧୁକ ମୁନରେ ହତ୍ୟା ଧମକର ଭିଡିଓ ଭାଇରାଲ୍
  • ||
  • ସୋନପୁର : ଭିଜିଲାନ୍ସ ଜାଲରେ ଶିକ୍ଷକ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ମାର୍ଚ୍ଚ ୫ରେ ‘ଓମେନ୍ ଆଚିଭର୍ସ ଅଫ୍ ଓଡ଼ିଶା’ ପୁରସ୍କାର ସମାରୋହ
  • ||
  • କରଞ୍ଜିଆ : କରଞ୍ଜିଆ ବନଖଣ୍ଡ ଅଞ୍ଚଳରେ ଜଳୁଛି ଜଙ୍ଗଲ, ଫେଲ୍ ମାରିଛି ବନ ବିଭାଗର ନିଆଁ ଲିଭା ଅଭିଯାନ
  • ||
  • ଚିନ୍ତା ବଢାଉଛି କରୋନାର ବ୍ରାଜିଲ ଭାରିଏଣ୍ଟ, ରହିଛି ପୁନଃ ସଂକ୍ରମଣ କ୍ଷମତା
  • ||

କଟକ ଏଆର୍‌ସିରେ ଭୟାବହ ଅଗ୍ନିକାଣ୍ଡ, ନିଆଁ ଲିଭା କାର୍ଯ୍ୟ ଜାରି

28/01/2021 at 6:41 PM

କଟକ୨୮/୧: କଟକ ଏଆର୍‌ସିରେ ଅଗ୍ନିକାଣ୍ଡ। କଟକ ଚୌଦ୍ବାର ଚାରିବାଟିଆ ଏଆର୍‌ସିରେ ଭୟାବହ ଅଗ୍ନିକାଣ୍ଡ। ନିଆଁ ଲିଭା କାର୍ଯ୍ୟରେ ଚୌଦ୍ବାର ଏବଂ ଏଆର୍‌ସିର ଦମକଳ ବାହିନୀ ନିୟୋଜିତ ହୋଇଛି। ବର୍ତ୍ତମାନ ସୁଦ୍ଧା ନିଆଁ ଲିଭା କାର୍ଯ୍ୟ ଜାରି ରହିଛି। ଦୀର୍ଘ ସମୟ ହେବ, ନିଆଁ ଲିଭା କାର୍ଯ୍ୟ ଜାରି ରହିଛି। ହୁତୁହୁତୁ ହୋଇ ନିଆଁ ଜଳୁଛି। କିପରି ନିଆଁ ଲାଗିଲା, ତାହା ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ।

   Related Posts