Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ସାଲେପୁର: ଅଗ୍ନିକାଣ୍ଡରେ ଜଳିଗଲା ତିନି ବଖରା ଘର, ପୋଡି ଜଳି ପାଉଁଶ ହୋଇଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

22/02/2021 at 10:34 PM

ସାଲେପୁର୨୨/୨: ଅଗ୍ନିକାଣ୍ଡରେ ଜଳିଗଲା ତିନି ବଖରା ଘର। ଜଳି ପୋଡି ପାଉଁଶ ହୋଇଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି। କଟକ ଜିଲ୍ଲା ସାଲେପୁର ବ୍ଲକ ରାମେଶ୍ୱର ପଞ୍ଚାୟତ ମକୁନ୍ଦପୁର ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମିଳିଥିବା ସୂଚନା ମୁତାବକ, ମକୁନ୍ଦପୁର ଗ୍ରାମର ପ୍ରତାପ ଲେଙ୍କାଙ୍କ ଘରେ ନିଆଁ ଲାଗିଥିଲା।

ଅତି କମ ସମୟ ମଧ୍ୟରେ ନିଆଁ ଚାରିଆଡେ ବ୍ୟାପିଯାଇଥିଲା। ଫଳରେ ଘରର ସମସ୍ତ ଆସବବାପତ୍ର ପୋଡି ଜଳି ପାଉଁଶ ହୋଇଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀର କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ନିଆଁ କିପରି ଲାଗିଲା, ତାହା ବର୍ତ୍ତମାନ ସୁଦ୍ଧା ଜଣାପଡି ନାହିଁ। ସଂପୃକ୍ତ ପରିବାରକୁ କ୍ଷତିପୂରଣ ଦିଆଯାଉ ବୋଲି ଗ୍ରାମବାସୀ ଦାବି କରିଛନ୍ତି। 

   Related Posts