Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : କୁମ୍ଭମେଳା ଫେରନ୍ତା ୧୩ଜଣ କରୋନା ପଜିଟିଭ୍, ରେଳ ଯାତ୍ରୀଙ୍କ ରିପୋର୍ଟ ଯାଞ୍ଚ କଡାକଡି
  • ||
  • ଆଠମଲ୍ଲିକ : ଜଳ ପ୍ରକଳ୍ପ ସ୍ଥାନାନ୍ତର ପ୍ରତିବାଦ, ଉପଜିଲ୍ଲାପାଳ ଅଫିସ ସମ୍ମୁଖରେ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ
  • ||
  • ପୁରୀ : ସ୍ବଳ୍ପ ସଂଖ୍ୟକ ବ୍ୟକ୍ତିଙ୍କୁ ନେଇ ହେବ ପୁରୀର ପ୍ରସିଦ୍ଧ ସାହିଯାତ, କୋଭିଡ୍ କଟକଣା ଉପରେ ରହିବ ନଜର
  • ||
  • ମାଲକାନଗିରି : ପୋଲିସ-ନକ୍ସଲ ଗୁଳିବିନମୟ : ଜଣେ ନିହତ, ମୁଣ୍ଡ ଉପରେ ୫ଲକ୍ଷ ଟଙ୍କାର ପୁରସ୍କାର
  • ||
  • ତେଲକୋଇ : ମହୁଲ ବୋଝେଇ ମିନିଟ୍ରକ୍ ଜବତ, ଜଣେ ଅଟକ
  • ||
  • ସ୍ବଳ୍ପ ସଂଖ୍ୟକ ବ୍ୟକ୍ତିଙ୍କୁ ନେଇ ହେବ ପୁରୀର ପ୍ରସିଦ୍ଧ ସାହିଯାତ, କୋଭିଡ୍ କଟକଣା ଉପରେ ରହିବ ନଜର
  • ||
  • ଲମତାପୁଟ : ୧୧ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୪ ଗିରଫ
  • ||
  • ରାଜ୍ୟରେ କରୋନା ନେଲା ଆଉ ୫ ଜଣଙ୍କ ଜୀବନ, ୧୯୫୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ରାଜ୍ୟରେ ୪ହଜାର ଉପରେ କରୋନା ସଂକ୍ରମଣ, ୨୪ ଘଣ୍ଟାରେ ୪୭୬୧ ପଜିଟିଭ୍ ଚିହ୍ନଟ
  • ||
  • ବ୍ରହ୍ମପୁର : ସରିଲା ବ୍ରହ୍ମପୁରର ପ୍ରସିଦ୍ଧ ମା ବୁଢୀ ଠାକୁରାଣୀଙ୍କ ଯାତ୍ରା
  • ||

୩ ବଖରା ଘର ସହ ଜିଅଁନ୍ତା ଜଳିଗଲା ଗର୍ଭଣୀ ଗାଈ

26/02/2021 at 3:10 PM

ରାଜସୁନାଖଳା୨୬/୨: ନୟାଗଡ ଜିଲ୍ଲା ରଣପୁର ବ୍ଲକ ରାଜସୁନାଖଳା ଗ୍ରାମ ପଞ୍ଚାୟତ ରଘୁନାଥ ପୁର ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ନିଆଁରେ ୩ ବଖରା ଘର ଜଳିବା ସହ ଜିଅଁନ୍ତା ଜଳିଗଲା ଗର୍ଭଣୀ ଗାଈ। ଶୁକ୍ରବାର ସକାଳୁ ସକାଳୁ ଏଭଳି ଦୁଃଖଦ ଘଟଣା ଦେଖିବାକୁ ମିଳିଛି।

ସୂଚନାଯୋଗ୍ୟ ଯେ, କୌଣସି କାରଣରୁ ନିଆଁ ଲାଗିଥିଲା। ଧୀରେ ଧୀରେ ଅଗ୍ନିକାଣ୍ଡ ଉଗ୍ରରୂପ ନେଇଥିଲା।  ପରେ ଗାଁକୁ ଲାଗି ରହିଥିବା ଦୁଧିଆ ମୁଣ୍ଡିଆରେ ନିଆଁ ଲାଗି ଯାଇଥିଲା। ଏହାକୁ ଆୟତ୍ତ କରିବା କଷ୍ଟକର ହୋଇପଡିଥିଲା। କ୍ଷଣକରେ ଘର ଆସବାବପତ୍ର ପୋଡିଜଳି ପାଉଁଶ ହୋଇଯାଇଥିଲା। ପରବର୍ତ୍ତୀ ସମୟରେ ବୋଲଗଡ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

   Related Posts