Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭରତିଆ ଟାୱାରରୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା, ପରିଚୟ ଖୋଜୁଛି ପୋଲିସ
  • ||
  • ଟିୟୁସନ୍‌ ସାରି ଫେରୁଥିବା ବେଳେ ଡ୍ରେନ୍‌ ପାଣିରେ ଭାସିଗଲେ ନାବାଳକ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ
  • ||
  • ଛିଡୁନି ଅଡୁଆ, ହଟୁନି ସସପେନ୍ସ : ପଞ୍ଜାବ ମୁଖ୍ୟମନ୍ତ୍ରୀ ହେବାକୁ ମନା କଲେ କଂଗ୍ରେସ ନେତ୍ରୀ ଅମ୍ବିକା ସୋନୀ
  • ||
  • ବର୍ଷାରେ ଭାସିଗଲା କାଠପୋଲ, ୪୨ ପରିବାର ବାହ୍ୟ ଜଗତରୁ ବିଛିନ୍ନ
  • ||
  • ଟଳିଲା ବନ୍ୟା ଆଶଙ୍କା, ମହାନଦୀ ସମେତ ଶାଖାନଦୀରେ କମୁଛି ପାଣି
  • ||
  • ତିର୍ତ୍ତୋଲ ଓ କୁଜଙ୍ଗରେ ବଢୁଛି ଦୁର୍ଦ୍ଦଶା, ୧୦ ଗାଁରେ ପଶିଲା ବନ୍ୟାଜଳ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩୦ ହଜାରରୁ ଅଧିକ କରୋନା ପଜିଟିଭ୍, ୩୦୯ ମୃତ
  • ||
  • ସଫଳ ହେଲା SPACE-X INSPIRATION ମିଶନ, ଅନ୍ତରୀକ୍ଷରୁ ଫେରିଲେ ୪ ପର୍ଯ୍ୟଟକ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୬୨୩ କୋଭିଡ୍ ପଜିଟିଭ୍
  • ||

ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ଜିନିଷପତ୍ର ପୋଡି ପାଉଁଶ

22/07/2020 at 7:52 PM

 ବୌଦ୍ଧ୨୨/୭: ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ଜିନିଷପତ୍ର ପୋଡି ପାଉଁଶ ହୋଇଯାଇଛି। ବୌଦ୍ଧ ବ୍ଲକ ଖୁବନ୍ଧ ପଞ୍ଚାୟତର ଶ୍ରଦ୍ଧାପୁର ଗ୍ରାମରେ ବୁଧବାର ଅପରାହ୍ନରେ ଅଲେଖ କଲତାଙ୍କ ଘରେ ନିଆଁ ଲାଗି ଯାଇଥିଲା। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ନଷ୍ଟ ହୋଇଯାଇଛି । ଅଗ୍ନିକାଣ୍ଡର ପ୍ରକୃତ କରାଣ ଜଣାପଡିନାହିଁ । ଏହି ଘଟଣା ପରେ ଘଟଣାସ୍ଥଳରେ ଦମକଳ ବାହିନୀ ପହଁଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଏହି ଅଗ୍ନିକାଣ୍ଡରେ ତାଙ୍କର ସମ୍ପତ୍ତି ପୋଡି ନଷ୍ଟ ହୋଇଯାଇଥିବାରୁ ତାଙ୍କୁ ତୁରନ୍ତ ସରକାରୀ ସାହାଯ୍ୟ ଯୋଗାଇ ଦେବାକୁ ଦାବି ହେଉଛି ।

   Related Posts