ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଗ୍ନିକାଣ୍ଡ ; ଲକ୍ଷାଧିକ ଟଙ୍କାର ଆସବାସପତ୍ର ପୋଡି ନଷ୍ଟ

Published By : Prameya-News7 Bureau | November 07, 2018 IST

ଯାଜପୁର ୭|୧୧:  ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଗ୍ନିକାଣ୍ଡ ହୋଇଛି । ଗତକାଲି ବିଳମ୍ବିତ ରାତିରେ ପୁରୁଣା ବିଲଡିଂରେ ଲାଗିଥିଲା ନିଆଁ । ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଆସବାସପତ୍ର ନଷ୍ଟ ହୋଇଯାଇଛି । ନିଆଁକୁ ଆୟତ କରିଛି ଯାଜପୁର ଦମକଳ ବାହିନୀ । ସର୍ଟ ସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.