Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରକୁ ଓଡ଼ିଶା ମାଗିଲା ଅଗଷ୍ଟ ବର୍ଷା-ବନ୍ୟାର ସହାୟତା, ଦାବି କଲା ୧୫୬୯.୫୦ କୋଟି ଟଙ୍କା
  • ||
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୩୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରକକୁ ପଛ ପଟୁ ପିଟିଲା ଟ୍ରଲର, ୨ ମୃତ
  • ||
  • ଡ଼କାୟତି ଯୋଜନା ପଣ୍ଡ, ବାଇପାସ କଡ଼ରୁ ୬ ଡକାୟତ ଗିରଫ
  • ||

ଭୟାବହ ଅଗ୍ନିକାଣ୍ଡରେ ୨୧ବଖରା ଘର ପୋଡି ପାଉଁଶ

12/11/2019 at 7:07 AM

ଡେଲାଙ୍ଗ ୧୨।୧୧:  ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ମାଛପଡା ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ୨୧ବଖରା ଘର ପୋଡି ପାଉଁଶ ହୋଇଯାଇଛି ।

ସୂଚନାଯୋଗ୍ୟ ଯେ, ବିଳମ୍ବିତ ରାତିରେ ପୁରୀ ଜିଲ୍ଲା  ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଗୁଆଳିପଡା ପଞ୍ଚାୟତର ମାଛପଡା ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଗାଁର ୧୧ଟି ପରିବାରର ୨୧ବଖରା ଘର ଭସ୍ମୀଭୂତ ।  ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି  ଦୁର୍ବୃତ୍ତ ମାନେ ନିଆଁ ଲଗାଇଦେଇଥିବା ଅଭିଯୋଗ। ଘଟଣାସ୍ଥଳରେ ଅଗ୍ନିଶମବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା  ।

   Related Posts