ଭୟାବହ ଅଗ୍ନିକାଣ୍ଡରେ ୨୧ବଖରା ଘର ପୋଡି ପାଉଁଶ

Published By : Prameya-News7 Bureau | November 12, 2019 IST

ଡେଲାଙ୍ଗ ୧୨।୧୧:  ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ମାଛପଡା ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ୨୧ବଖରା ଘର ପୋଡି ପାଉଁଶ ହୋଇଯାଇଛି ।

{"id":182698}

ସୂଚନାଯୋଗ୍ୟ ଯେ, ବିଳମ୍ବିତ ରାତିରେ ପୁରୀ ଜିଲ୍ଲା  ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଗୁଆଳିପଡା ପଞ୍ଚାୟତର ମାଛପଡା ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଗାଁର ୧୧ଟି ପରିବାରର ୨୧ବଖରା ଘର ଭସ୍ମୀଭୂତ ।  ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି  ଦୁର୍ବୃତ୍ତ ମାନେ ନିଆଁ ଲଗାଇଦେଇଥିବା ଅଭିଯୋଗ। ଘଟଣାସ୍ଥଳରେ ଅଗ୍ନିଶମବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା  ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.