Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ବିସ୍‌ ଓପନ୍‌: ୧୯ ମାସ ଓ ୧୩ ଟୁର୍ଣ୍ଣାମେଣ୍ଟ ପରେ ଫାଇନାଲରେ ପହଞ୍ଚିଥିଲେ ସିନ୍ଧୁ, କ୍ୟାରୋଲିନାଙ୍କଠୁ ହାରିଲେ
  • ||
  • ସରିଲା ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ, ଗୃହୀତ ହେଲା ରାଜନୈତିକ ଚିଠା ପ୍ରସ୍ତାବ, ପ୍ରସ୍ତୁତ ହେଲା ରଣନୀତି
  • ||
  • ଭାରତ ଓ ଚୀନ୍ କେହି କାହା ଲାଗି ବିପଦ ନୁହେଁ, ପରସ୍ପରର ମିତ୍ର : ୱାଙ୍ଗ ଇ
  • ||
  • ଅନ୍ତର୍ଜାତୀୟ ମହିଳା ଦିବସ: ବର୍ଣ୍ଣାଢ଼୍ୟ ଉତ୍ସବ ‘ୱିମେନ୍ ଆଚିଭର୍ସ୍ ଅଫ୍ ଓଡ଼ିଶା’ରେ ରାଜ୍ୟର ସଫଳ ମହିଳାଙ୍କୁ ସମ୍ବର୍ଦ୍ଧନା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୦ କୋଭିଡ୍ ପଜିଟିଭ୍, ୩୩୭୭୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆପଡ଼ା : ହଳଦି ଗାଁରେ ପୁଣି ଥରେ ବାଘ ଆତଙ୍କ, ଭୟରେ ଗ୍ରାମବାସୀ
  • ||
  • ପାକିସ୍ତାନରେ ହିନ୍ଦୁ ପରିବାରର ୫ ସଦସ୍ୟଙ୍କୁ ହତ୍ୟା ! ସନ୍ଦେହଜନକ ଅବସ୍ଥାରେ ମିଳିଲା ମୃତଦେହ
  • ||
  • ମୋହନା : ଅନ୍ଧବିଶ୍ୱାସର ଭୟଙ୍କର ରୂପ, ସୁସ୍ଥ ରହିବା ପାଇଁ ଏବେବି ଶିଶୁଙ୍କୁ ଦିଆଯାଉଛି ଚେଙ୍କ
  • ||
  • ଭିସୁଟର ୪୦ ଛାତ୍ର କୋଭିଡ୍ ପଜିଟିଭ୍ ମାମଲା : କମ୍ପାନୀର ଦାବି-‘ଆଣ୍ଟିଜେନ୍ କିଟରେ ତ୍ରୁଟି ନଥିଲା’
  • ||
  • ସୋନପୁର : ପଡୋଶୀଙ୍କ ସହ କଥା କଟାକଟିରୁ ଫୁଟିଲା ଗୁଳି, ଜଣେ ମୃତ
  • ||

ଜି.ଉଦୟଗିରି: ମିନି ବସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା

21/01/2021 at 8:59 PM

ଜି.ଉଦୟଗିରି୨୧/୧: ମିନି ବସ୍‌ରେ ଲାଗିଲା ନିଆଁ। ଜି.ଉଦୟଗିରିର ଶ୍ରୀରାମ ପଦାରେ ପାଖରେ ସାନ୍ତ୍ବଓ୍ବନା ନାମକ ଏକ ମିନିବସରେ ନିଆଁ ଲାଗି ସମ୍ପୂର୍ଣ୍ଣ ନଷ୍ଟଭ୍ରଷ୍ଟ ହୋଇଯାଇଛି। ବସରେ କିପରି ନିଆଁ ଲାଗିଲା, ତାହା ଜଣାପଡି ନାହିଁ।ଭାଗ୍ୟବଶତଃ ଗାଡିରେ ଯାତ୍ରୀ ନଥିଲେ। ଜି ଉଦୟଗିରିରୁ ବାଲିଗୁଡା ଅଭିମୁଖେ ବସଟି ଯାଉଥିଲା। ଏ ସଂପର୍କରେ ଜାଣିବା ପରେ ଦମକଳ ବାହିନୀର କର୍ମଚାର ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇ କାର୍ଯ୍ୟ କରିଥିଲେ।

   Related Posts