Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଜେଟ୍ ଅଧିବେଶନ: ଜାନୁଆରୀ ୩୧ରେ ରାଷ୍ଟ୍ରପତିଙ୍କ ଅଭିଭାଷଣ, ଫେବୃଆରୀ ୧ରେ ଉପସ୍ଥାପନ ହେବ ବଜେଟ୍
  • ||
  • IPL 2022: ନିଜ ଟିମ୍‌ର ନାମ ଘୋଷଣା କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜି, ରଖିଲା ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ
  • ||
  • ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୩୦୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୧୧୫ଜଣ ଡିସଚାର୍ଜ
  • ||
  • ରବିଚନ୍ଦ୍ରନ ଅଶ୍ବିନ ନିରାଶ, ଏହି ଖେଳାଳି ହେଲେ ‘ଟେଷ୍ଟ କ୍ରିକେଟର୍ ଅଫ୍‌ ଦି ଇୟର’
  • ||
  • ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨୯୧ କୋଭିଡ୍ ପଜିଟିଭ୍, ୧୨୧୧୯୫୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଖଲ୍ଲିକୋଟ : ଅଟୋକୁ ପଛ ପଟୁ ଧକ୍କା ଦେଲା ଟ୍ରକ, ଜଣେ ମୃତ
  • ||
  • ଭୁବନେଶ୍ୱର : ୨୬ ଯାଏଁ ରାଜ୍ୟର କିଛି ସ୍ଥାନରେ କୋହଲା ପାଗ ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ
  • ||
  • ଲମତାପୁଟ : ପାଡୁଆ ପୋଲିସକୁ ସଫଳତା, ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
  • ||

ପୁରୀ ଜିଲ୍ଲା ବ୍ରହ୍ମଗିରି ବଜାର ଢାବା ଛକଠାରେ ଭୟାବହ ଅଗ୍ନିକାଣ୍ଡ

9/11/2018 at 9:39 AM

ପୁରୀ ୯|୧୧: ପୁରୀ ଜିଲ୍ଲା ବ୍ରହ୍ମଗିରି ବଜାର ଢାବା ଛକଠାରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ନିଆଁରେ ୨ ବଖରା ଘର ପୋଡି ନଷ୍ଟ ହେବା ସହ ଲାକ୍ଷାଧିକ ଟଙ୍କାର ସଂପତ୍ତି ପୋଡି ପାଉଁଶ ହୋଇଯାଇଛି । ନିଆଁରେ ପୋଡି ହୋଇ ଜଣେ ମହିଳା ମଧ୍ୟ ଆହତ ହୋଇଛନ୍ତି । ନିଆଁ ଲାଗିବାର କାରଣ ଜଣାପଡିନାହିଁ । ଖବର ପାଇ ଘଟଣାସ୍ଥଳରେ ଦମକଳବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ବ୍ରହ୍ମଗିରି ବଜାର ସମ୍ପୂର୍ଣ୍ଣ ଜଳିଯିବାରୁ ବର୍ତ୍ତି ଯାଇଛି ।

   Related Posts