Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଇରଙ୍ଗପୁର: ଗୋରୁମହିଷାଣି ପୋଲିସର ସଡକ ସୁରକ୍ଷା ସଚେତନ କାର୍ଯ୍ୟକ୍ରମ, ସାମିଲ ଥିଲେ ସ୍ଥାନୀୟ ଲୋକେ
  • ||
  • ବଲାଙ୍ଗୀର: ପୁଣି ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ, ଗଡିଲା ଶହ ଶହ ପଶୁ-ପକ୍ଷୀଙ୍କ ମୁଣ୍ଡ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ୨ୟ ପର୍ଯ୍ୟାୟ କୋଭିଡ ଟିକା: ସ୍ପାଇସ୍ ଜେଟ୍‌ରେ ଆସିଲା ଟିକା
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ହାଇଦ୍ରାବାଦ : ପାଠ ପଢୁନଥିଲା ବୋଲି ୧୦ ବର୍ଷର ପୁଅକୁ ଜିଅନ୍ତା ଜାଳିଦେଲା ବାପା, ପୋଡିଯାଇଛି ଶରୀରର ୬୫ ଭାଗ
  • ||
  • ବଡବିଲ : ନର୍ଭେରାମ ଖଣି କାର୍ଯ୍ୟାଳୟରେ ଆୟକର ଚଢାଉ, ବିଭିନ୍ନ କାଗଜପତ୍ରର ଯାଞ୍ଚ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୨ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

ତିହିଡି ବଜାରରେ ଭୟାବହ ଅଗ୍ନିକାଣ୍ଡ: ଜଳି ପୋଡି ପାଉଁଶ ହୋଇଗଲା ଲକ୍ଷାଧିକ ଟଙ୍କାର ଆସବାବପତ୍ର

8/01/2021 at 8:20 AM

ଭଦ୍ରକ୮/୧: ତିହିଡି ବଜାରରେ ଭୟାବହ ଅଗ୍ନିକାଣ୍ଡ। ବିଳମ୍ବିତ ରାତିରେ ଭଦ୍ରକ ତିହିଡି ବଜ଼ାରରେ ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୧୦ରୁ ଊର୍ଦ୍ଧ୍ବ ଦୋକାନ ଘର ପୋଡିଜଳି ପାଉଁଶ ହୋଇଯାଇଛି। ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡିଜଳି ପାଉଁଶ ହୋଇଯାଇଛି।  ନିଆଁ ଲାଗିବା ପରେ ସ୍ଥାନୀୟ ଲୋକେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ।

ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ କର୍ମଚାରୀ ବିଳମ୍ବରେ ପହଞ୍ଚିଥିଲେ। କର୍ମଚାରୀମାନେ ନିଆଁକୁ ଆୟତ୍ତ କରିବା ପୂର୍ବରୁ ବହୁ ଦୋକାନ ଘର ଜଳିପୋଡି ପାଉଁଶ ହୋଇଯାଇଥିଲା। ଅଗ୍ନିକାଣ୍ଡ କିପରି ଘଟିଲା, ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ତେବେ ଅଗ୍ନିକାଣ୍ଡରେ ଦୋକାନମାନଙ୍କରେ ବ୍ୟାପକ ଧନ ସମ୍ପତି ନଷ୍ଟ ହୋଇଥିବାର ସୂଚନା ମଲିଛି l

   Related Posts