Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||
  • ଭୁବନେଶ୍ବର : ବିନା ଛୁଞ୍ଚିରେ ଟିକା ନେବେ ଶିଶୁ, ଦୁଇଟି ଡୋଜ୍ ନେବା ପାଇଁ ପରାମର୍ଶ
  • ||
  • ଅନୁଗୋଳ : ପ୍ରାତଃ ଭ୍ରମଣରେ ଯାଇଥିବା ବେଳେ ପଡିଗଲେ ହାତୀ ହାବୁଡରେ, ଚାଲିଗଲା ଜୀବନ
  • ||
  • ଲମତାପୁଟ : ଗଞ୍ଜେଇ ଚାଲାଣ ରୋକିବାକୁ କୋରାପୁଟ ପୋଲିସର ବଡ ପଦକ୍ଷେପ, ଆରମ୍ଭ ହେଲା ଅପରେସନ୍ ଗ୍ରୀନ୍ କ୍ଲିନ୍
  • ||

କଲୋନୀରେ ଅଗ୍ନିକାଣ୍ଡ, ଜଳି ପାଉଁଶ ହୋଇଗଲା ୨ ବଖରା ଘର

21/01/2021 at 7:09 PM

ରାଇରଙ୍ଗପୁର୨୧/୧: ଲେବର କଲୋନୀରେ ଭୟାବହ ଅଗ୍ନିକାଣ୍ଡ। ନିଆଁରେ ଜଳି ପାଉଁଶ ହୋଇଗଲା ୨ ବଖରା ଘର। ମୟୂରଭଞ୍ଜ ଜିଲ୍ଲା ଗୋରୁମହିଷାଣି ଥାନା ଲେବର ହାଟିଙ୍ଗରେ ଏଭଳି ଅଭାବନୀୟ ଘଟଣା ଘଟିଛି। କିପରି ଏବଂ କିଏ ନିଆଁ ଲଗାଇଲା, ତାହା ବର୍ତ୍ତମାନ ସୁଦ୍ଧା ଜଣାପଡି ନାହିଁ। ନିଆଁ ଲିଭାଇବା କାର୍ଯ୍ୟରେ ୨ଟି ଦମକଳ ଗାଡି ମୁତୟନ ହୋଇଛି। ବର୍ତ୍ତମାନା ସୁଦ୍ଧା ନିଆଁ ଲିଭା କାର୍ଯ୍ୟ ଜାରି ରହିଛି। ଏହି ଘଟଣା ପରେ ସ୍ଥାନୀୟ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

   Related Posts