ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ବହି

Published By : Prameya-News7 Bureau | March 26, 2019 IST

ଭୁବନେଶ୍ବର ୨୬|୩ : କଟକ ରୋଡ ଭୁବନେଶ୍ବର ହୋଟେଲ ନିକଟ ଏକ ବହି ଦୋକାନରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ରାତି ପ୍ରାୟ ୧ଟା ବେଳେ ଏହି ଅଗ୍ନିକାଣ୍ଡ ଘଟିଛି । ତେବେ ଅଗ୍ନିକାଣ୍ଡ ଫଳରେ ଲକ୍ଷାଧିକ ଟଙ୍କାର ବହି ପୋଡି ପାଉଁଶ ହୋଇଯାଇଛି । ଖବର ପାଇଁ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗର ତିନୋଟି ଗାଡି ପହଞ୍ଚି ନିଆଁକୁ ଆୟତ କରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.