Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ବହି

26/03/2019 at 9:13 AM

ଭୁବନେଶ୍ବର ୨୬|୩ : କଟକ ରୋଡ ଭୁବନେଶ୍ବର ହୋଟେଲ ନିକଟ ଏକ ବହି ଦୋକାନରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ରାତି ପ୍ରାୟ ୧ଟା ବେଳେ ଏହି ଅଗ୍ନିକାଣ୍ଡ ଘଟିଛି । ତେବେ ଅଗ୍ନିକାଣ୍ଡ ଫଳରେ ଲକ୍ଷାଧିକ ଟଙ୍କାର ବହି ପୋଡି ପାଉଁଶ ହୋଇଯାଇଛି । ଖବର ପାଇଁ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗର ତିନୋଟି ଗାଡି ପହଞ୍ଚି ନିଆଁକୁ ଆୟତ କରିଛନ୍ତି ।

   Related Posts