Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ଘରେ ଶୋଇଥିବା ବେଳେ ଲାଗିଲା ନିଆଁ, ଚାହୁଁଚାହୁଁ ଜଳିଗଲା ସମ୍ପୂର୍ଣ୍ଣ ଘର

27/06/2020 at 8:23 AM

ଚାନ୍ଦବାଲି ୨୭।୬: ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ୍ ଭାଟପଡା ସହଦେବଦାସପାଟନା ଗାଁରେ ବିଳମ୍ବିତ ରାତ୍ରିରେ ଅଗ୍ନିକାଣ୍ଡ ଘଟିଛି । ଗୋଟିଏ ପରିବାରର ଘର ପୋଡି ପାଉଁଶ ହୋଇଯାଇଛି । ନିଆଁ ଲାଗିବା ଦେଖିଲା ପରେ ଗାଁ ଲୋକେ ଆସିଥିଲେ ମଧ୍ୟ ଘରଟିକୁ ଅଗ୍ନିକାଣ୍ଡରୁ ରକ୍ଷା କରିପାରିନଥିଲେ ।

ଭାଟପଡା ସହଦେବଦାସପାଟନାର ସତ୍ୟଦ୍ଭାମା ଦାସଙ୍କ ପରିବାର ରାତିରେ ଶୋଇଥିବାବେଳେ ଦୁର୍ବୃତ୍ତମାନେ ନିଆଁ ଲଗାଇଦେଇଛନ୍ତି ବୋଲି ଥାନାରେ ଅଭିଯୋଗ କରିଛନ୍ତି । ଘଟଣାସ୍ଥଳରେ ଅଗ୍ନୀଶମ ବିଭାଗ ପହଞ୍ଚିବା ପୂର୍ବରୁ  ଘରଟି ସମ୍ପୂର୍ଣ୍ଣ ଭାବେ ଜଳିଯାଇଥିଲା । ପରେ ଚାନ୍ଦବାଲି ଥାନା ପୋଲିସ ଆସି ତଦନ୍ତ ଆରମ୍ଭ କରିଛି ।

   Related Posts