Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ଜାତୀୟ ଧାନ ଗବେଷଣା କେନ୍ଦ୍ରରେ ଅଗ୍ନିକାଣ୍ଡ

7/12/2019 at 1:27 PM

କଟକ ୭।୧୨: କଟକ ସ୍ଥିତ ଜାତୀୟ ଧାନ ଗବେଷଣା କେନ୍ଦ୍ର (ନ୍ୟାସନାଲ୍ ରାଇସ୍ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ୍)ରେ ନିଆଁ ଲାଗିଛି । ଧାନ ଗବେଷଣା କେନ୍ଦ୍ରର ଅଡିଟୋରିୟମ୍‌ରେ ନିଆଁ ଲାଗିଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ଦମକଳ ଗାଡି ପହଞ୍ଚିଛି । ନିଆଁକୁ ଆୟତ କରିବା ପାଇଁ ଅଗ୍ନିଶମ କର୍ମଚାରୀ ଉଦ୍ୟମ ଜାରି ରଖିଛନ୍ତି ।

   Related Posts