ଜାତୀୟ ଧାନ ଗବେଷଣା କେନ୍ଦ୍ରରେ ଅଗ୍ନିକାଣ୍ଡ

Published By : Prameya-News7 Bureau | December 07, 2019 IST

କଟକ ୭।୧୨: କଟକ ସ୍ଥିତ ଜାତୀୟ ଧାନ ଗବେଷଣା କେନ୍ଦ୍ର (ନ୍ୟାସନାଲ୍ ରାଇସ୍ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ୍)ରେ ନିଆଁ ଲାଗିଛି । ଧାନ ଗବେଷଣା କେନ୍ଦ୍ରର ଅଡିଟୋରିୟମ୍‌ରେ ନିଆଁ ଲାଗିଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ଦମକଳ ଗାଡି ପହଞ୍ଚିଛି । ନିଆଁକୁ ଆୟତ କରିବା ପାଇଁ ଅଗ୍ନିଶମ କର୍ମଚାରୀ ଉଦ୍ୟମ ଜାରି ରଖିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.