Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲୋକସଭାରେ ପାରିତ ହେଲା କୃଷି ଆଇନ ଉଚ୍ଛେଦ ବିଲ୍‌
  • ||
  • କୃଷକଙ୍କୁ ଦଳି ମାରିଲେ ୭ ଦନ୍ତା, ଖଣ୍ଡ ଖଣ୍ଡ କରିଦେଲେ ଶରୀର
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||

ହୋଟେଲ ପାର୍କିଂରେ ଲାଗିଲା ନିଆଁ, ସର୍ଟ ସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ

21/07/2021 at 12:37 PM

ସମ୍ବଲପୁର ୨୧।୭: ସମ୍ବଲପୁରର ଏକ ହୋଟେଲର ପାର୍କିଂ ସ୍ଥଳରେ ଅଗ୍ନିକାଣ୍ଡ । ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ବାହିନୀ କର୍ମଚାରୀ । ସମ୍ବଲପୁର ଲକ୍ଷ୍ମୀ ଟକିଜ୍ ନିକଟସ୍ଥ ଶୁଭମ୍ ହୋଟେଲର ପାର୍କିଂ ସ୍ଥଳରେ ହଠାତ୍ ନିଆଁ ଲାଗିଯାଇଥିଲା । ତେବେ ଖବର ପାଇ ଅଗ୍ନିଶମ ବାହିନୀ ପକ୍ଷରୁ ୨ଟି ଦମକଳ ବାହିନୀ ନିଆଁକୁ ଆୟତ୍ତ କରିଛି ।

ତେବେ ଏଥିରେ ପାର୍କିଂ ସ୍ଥଳର ପେନାଲ ପୋଡି ନଷ୍ଟ ହୋଇଥିବାବେଳେ ଗାଡି ସବୁ ସୁରକ୍ଷିତ ଅଛି । ତେବେ ସର୍ଟ ସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ହୋଇଥିବା ଜଣାପଡିଛି ।

   Related Posts