Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୧୦ ମୃତ
  • ||
  • ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୦୮୬ କୋଭିଡ୍ ପଜିଟିଭ୍, ୧୧୫୫୪୮୭ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ ଖସୁନି କରୋନା ଗ୍ରାଫ୍, ଆଉ ୬ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ସରିଲା ହାସ୍ୟ ଅଭିନେତା ପ୍ରଜ୍ଞାଙ୍କ ନିର୍ବନ୍ଧ, ସୋସିଆଲ ମିଡିଆରେ ରିଙ୍ଗ୍ ସେରିମନି ଫଟୋ ଭାଇରାଲ
  • ||
  • ଗାଡି ପାର୍ଟସ ଦୋକାନରୁ ଲୁଟ୍, ବନ୍ଧୁକ ଦେଖାଇ ନେଇଗଲେ ଟଙ୍କା
  • ||
  • ଅଜଗରକୁ ଗିଳିଲା ଅହିରାଜ, ସାତକୋଶିଆରେ ବିରଳ ଘଟଣା !
  • ||
  • ଭାରସାମ୍ୟ ହରାଇ ବାଇକ ଦୁର୍ଘଟଣାଗ୍ରସ୍ତ, ୨ ଆରୋହୀ ମୃତ
  • ||
  • ଜାନୁଆରୀ ୨୦ରୁ ହଜିଯିବ ଶୀତ, ୨୩ରୁ ବର୍ଷା !
  • ||

ମ୍ୟୁନିସିପାଲିଟି କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

28/06/2019 at 1:08 PM

ମାଲକାନଗିରି ୨୮|୬: ମାଲକାନଗିରି ମ୍ୟୁନିସିପାଲିଟି କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ନିଆଁ ଲାଗି ଜଳିଗଲା  ଲକ୍ଷାଧିକ ଟଙ୍କାର ସମ୍ପତ୍ତି । ମ୍ୟୁନିସିପାଲିଟି ଗୋଦାମରୁ ନିଆଁ ଲାଗି ବ୍ୟାପି ଯାଇଥିବା ସନ୍ଦେହ କରାଯାଉଛି ।  ନିଆଁ ମ୍ୟୁନିସିପାଲିଟି ଅଫିସ ନିଟକରେ ଥିବା ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆକୁ ମଧ୍ୟ ବ୍ୟାପି ଯାଇଥିଲା ।  ଏହି ଅଗ୍ନିକାଣ୍ଡରେ ୧୦ରୁ ଅଧିକ ବାଇକ୍ ବି ଜଳିଯାଇଛି ।

ସର୍ଟ ସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଇଛି । ନିଆଁ ଲିଭା କାର୍ଯ୍ୟରେ ୪ଟି ଦମକଳ ବାହିନୀ ନିୟୋଜିତ ହୋଇଥିଲେ । ଦୀର୍ଘ ସମୟର ପରିଶ୍ରମ ପରେ ନିଆଁ ଆୟତକୁ ଆସିଥିଲା ।

   Related Posts