Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ମୁଖ୍ୟ ଶାସନ ସଚିବ
  • ||
  • ଜି.ଉଦୟଗିରି: ମିନିବସରେ ଲାଗିଲା ନିଆଁ
  • ||
  • ଟାଙ୍ଗୀ: ବାଲିନାଶିରେ ୨ ଭାଇଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ଏମ୍ସରେ ଭର୍ତ୍ତି
  • ||
  • ବଲାଙ୍ଗୀର: ବେଆଇନ୍ ବାଲି ବୋଝେଇ ଟ୍ରାକ୍ଟର ଜବତ, ମାଲିକଙ୍କ ଉପରେ ୨୦ ହଜାର ଟଙ୍କାର ଫାଇନ୍ ଲଗାଇଲେ ତହସିଲଦାର
  • ||
  • ରାଇରଙ୍ଗପୁର: କଲୋନୀରେ ଅଗ୍ନିକାଣ୍ଡ, ଜଳି ପାଉଁଶ ହୋଇଗଲା ୨ ବଖରା ଘର
  • ||
  • ନବରଙ୍ଗପୁର : ନିଖୋଜ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • କାମାକ୍ଷାନଗର : ବାଇକ୍‌କୁ ଧକ୍କା ଦେଲା ହାଇଓ୍ବା, ଜଣେ ମୃତ, ଜଣେ ଗୁରୁତର
  • ||
  • ବଲାଙ୍ଗୀର: ଆକ୍ସନ ମୋଡ୍‌ରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ, ଆରମ୍ଭ କଲେ ନୂଆ ପ୍ରକଳ୍ପ
  • ||
  • ବରଗଡ : ବାଲି ବୋଝେଇ ଟ୍ରାକ୍ଟର ଓ ବାଇକ୍ ମୁହାଁମୁହିଁ ଧକ୍କା, ୨ ଜଣ ମୃତ
  • ||
  • ଭୁବନେଶ୍ବର : ମାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ମିଳିବ ‘ପରୀକ୍ଷା ଦର୍ପଣ’, ପରୀକ୍ଷା ପାଇଁ ହେବ ସହାୟକ
  • ||

ଭୟାବହ ଅଗ୍ନିକାଣ୍ଡ, ପୋଡି ପାଉଁଶ ହୋଇଗଲା ୪ଟି ଦୋକାନ

23/12/2020 at 9:55 AM

ଭୋଗରାଇ ୨୩।୧୨: ବାଲେଶ୍ବର ଜିଲ୍ଲା ଭୋଗରାଇ ବ୍ଲକ କର୍ମଦା ବଜାରରେ ଅଗ୍ନିକାଣ୍ଡ । ବୁଧବାର ଭୋର ୪ଟା ସମୟରେ ୪ଟି ଦୋକାନ ଘର ଜଳି ଭସ୍ମୀଭୂତ ହୋଇଛି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଅଗ୍ନିକାଣ୍ଡ ଫଳରେ ଦୁଇଟି ଫଳ ଦୋକାନ ଓ ଦୁଇଟି ଜଳଖିଆ ଦୋକାନ ପୋଡିଯାଇଥିବା ସ୍ଥାନୀୟ ବାସିନ୍ଦା କହିଛନ୍ତି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚିଥିଲେ ମଧ୍ୟ ପାଣି ନଥିଲା । ଫଲରେ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଆକ୍ରୋଶର ଶିକାର ହୋଇଥିଲେ ।

   Related Posts