Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଗିରଫ
  • ||
  • ମିର୍ଜାପୁରରେ କଂଗ୍ରେସ ନେତା ଦିଗ୍‌ବିଜୟ ସିଂହଙ୍କ ବଡ଼ ବୟାନ, କହିଲେ- ପାକିସ୍ତାନ ଯିବାକୁ ଚାହୁଁଛି
  • ||
  • ରାଜନୀତିରେ ପ୍ରବେଶ କଲେ ସୁପରଷ୍ଟାର୍ ରଜନୀକାନ୍ତ
  • ||
  • ବଢିଲା LPG ସିଲିଣ୍ଡର ଦର ଏବେ ବିନା ସବସିଡି ଉପଭୋକ୍ତାଙ୍କୁ ଦେବାକୁ ପଡିବ ଅଧିକ ୫୦ଟଙ୍କା
  • ||
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||

ବିବାହ ମଣ୍ଡପରେ ନିଆଁ ଲଗାଇଲେ ଦୁର୍ବୃତ୍ତ, ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଅଗ୍ନିକାଣ୍ଡ ସନ୍ଦେହ

26/02/2020 at 11:20 AM

କଳାହାଣ୍ଡି ୨୬।୨: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବିବାହ ମଣ୍ଡପରେ ନିଆଁ ଲଗାଇ ଦେଲେ ଦୃର୍ବୃତ୍ତ । ଅଗ୍ନିକାଣ୍ଡରେ ବିବାହ ପାଇଁ ବନ୍ଧା ଯାଇଥିବା ଟେଣ୍ଟ୍ ପୋଡି ଯାଇଛି । ତେବେ ଅଗ୍ନିକାଣ୍ଡରେ କେହି ଆହାତ ହୋଇନଥିବା ଜଣାପଡିଛି । କଳାହାଣ୍ଡି ଜିଲ୍ଲାର ଜୟପାଟଣା ଉମାଶଙ୍କର ଉଚ୍ଚ ବିଦ୍ୟାଳୟ ପଡାରେ ଘଟିଛି ଅଘଟଣ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts