Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ବ୍ଲକ୍ କାର୍ଯ୍ୟାଳୟରେ ପସି ଟେଣ୍ଡରଧାରୀଙ୍କ ଡିଡି ଚିରିବା ଘଟଣା, ଯୁବ ନେତା କରୁଣା ସାଗର ଖଟୁଆ ଗିରଫ
  • ||
  • କରଞ୍ଜିଆ : ନିଆଁ ଲାଗି ଫାଟିଗଲା ଗ୍ୟାସ୍ ସିଲିଣ୍ଡର, ଅଳ୍ପକେ ବର୍ତ୍ତିଲା ପୁରା ପରିବାର
  • ||
  • ଟାଙ୍ଗୀ : ଜୁଆ ଆଡ୍ଡା ଉପରେ ପୋଲିସର ଚଢାଉ, ୮ ଜୁଆଡି ଗିରଫ
  • ||
  • ଭୁବନେଶ୍ବର : ୧୯ ଜିଲ୍ଲା ପାଇଁ ବଜ୍ରପାତ ସତର୍କ ସୂଚନା ଜାରି
  • ||
  • ଭୁବନେଶ୍ବର : ଟୋକିଓ ଅଲିମ୍ପିକ୍ସ : ଓଡିଆ ଖେଳାଳି ବୀରେନ୍ଦ୍ର ଲାକ୍ରାଙ୍କୁ ପୁରୁଷ ହକି ଦଳର ଉପଅଧିନାୟକ ଦାୟିତ୍ବ
  • ||
  • ଗଞ୍ଜାମ : ଟିକା ପ୍ରମାଣପତ୍ର ଲଗାଇବେ ଦୋକାନୀ, ନଚେତ ଖୋଲିପାରିବେନି ଦୋକାନ
  • ||
  • ଭୁବନେଶ୍ବର : ବିଳମ୍ବ ହୋଇପାରେ ପଞ୍ଚାୟତ ନିର୍ବାଚନ- ରାଜ୍ୟ ନିର୍ବାଚନ କମିଶନ ସଚିବ
  • ||
  • ପୁରୀ : ଯୁବଶିଳ୍ପୀଙ୍କ କମାଲ୍, ଆଇସକ୍ରିମ୍ କାଠିରେ ନିର୍ମାଣ କଲେ ମହାପ୍ରଭୁଙ୍କ ଗଜାନନ ବେଶ
  • ||
  • ତେଲକୋଇ : ଦନ୍ତାହାତୀ ଉପଦ୍ରବ, ଗାଁରେ ପସି ଭାଙ୍ଗିଲା ଘର, ଟେକି ନେଲା ଚାଉଳ ବସ୍ତା
  • ||
  • ଖୋର୍ଦ୍ଧା : ଗୋରୁ ଭର୍ତ୍ତି କଣ୍ଟେନର ଜବତ, ୨୦ରୁ ଅଧିକ ଗୋରୁ ଉଦ୍ଧାର, ଜଣେ ଗିରଫ
  • ||

ଧାନ ଗଦାରେ ଲାଗିଲା ନିଆଁ : ୪୯ ଜଣ ଚାଷୀଙ୍କ ୬୦ଏକର ଜମିର ଧାନ ଫସଲ ପୋଡି ପାଉଁଶ

6/12/2018 at 12:17 PM

ନବରଙ୍ଗପୁର ୬/୧୨:  ନବରଙ୍ଗପୁର ବଡ଼ମସିଗାଁରେ ଧାନ ଗଦାରେ  ନିଆଁ ଲାଗିଯିବା ଫଳରେ   ୪୯ ଜଣ ଚାଷୀଙ୍କ ୬୦ଏକର ଜମିର ଧାନ ଫସଲ ପୋଡି ପାଉଁଶ ହୋଇଯାଇଛି।ଆଜି ସକାଳେ  ୩୬ ଟି  ଧାନ ଗଦା କରି ରଖାଯାଇଥିବାବେଳେ ସେଥିରେ କୈାଣସି କାରଣରୁ ନିଆଁ ଲାଗିଯାଇଥିଲା।ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବା ପୂର୍ବରୁ ସବୁ ପୋଡ଼ି ପାଉଁଶ ହୋଇଯାଇଥିଲା। କ୍ଷତିପୂରଣ ଦାବିରେ ଚାଷୀମାନେ ନବରଙ୍ଗପୁର- କୋଷାଗୁମୁଡ଼ା ରାସ୍ତାର ବଡ଼ମସିଗାଁ ଠାରେ   ରାସ୍ତାରୋକ କରିଥିଲେ। ୭ ଦିନ ମଧ୍ୟରେ କ୍ଷତିପୂରଣ ଦେବା ନେଇ  ତହସିଲଦାର ଏବଂ ନବରଙ୍ଗପୁର ବିଧାୟକଙ୍କ ପ୍ରତିଶ୍ରୁତି ପରେ ରାସ୍ତାରୋକ ହଟିଥିଲା।

   Related Posts