ପ୍ଲାଷ୍ଟିକ୍ ଗୋଦାମରେ ଅଗ୍ନିକାଣ୍ଡ : ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ

Published By : Prameya-News7 Bureau | August 25, 2019 IST

ଭୁବନେଶ୍ବର ୨୫|୮: ଭୁବନେଶ୍ବର ଯାଆଁଳା ମୁଣ୍ଡମୁଆଣ ପ୍ଲାଷ୍ଟିକ୍ ଗୋଦାମରେ ଅଗ୍ନିକାଣ୍ଡ ହୋଇଛି । ଅଗ୍ନିକାଣ୍ଡ ଫଳରେ ଜଳିଯାଇଛି ଲକ୍ଷାଧିକ ଟଙ୍କାର ସମ୍ପତ୍ତି । ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଛି ଦମକଳବାହିନୀ । ନିଆଁ ଲାଗିବାର ପ୍ରକୃତ କାରଣ ଜଣାପଡିନାହିଁ । ତେବେ ସର୍ଟ ସର୍କିଟ୍ ରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.