Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ଲାଷ୍ଟିକ୍ ଗୋଦାମରେ ଅଗ୍ନିକାଣ୍ଡ : ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ

25/08/2019 at 11:18 AM

ଭୁବନେଶ୍ବର ୨୫|୮: ଭୁବନେଶ୍ବର ଯାଆଁଳା ମୁଣ୍ଡମୁଆଣ ପ୍ଲାଷ୍ଟିକ୍ ଗୋଦାମରେ ଅଗ୍ନିକାଣ୍ଡ ହୋଇଛି । ଅଗ୍ନିକାଣ୍ଡ ଫଳରେ ଜଳିଯାଇଛି ଲକ୍ଷାଧିକ ଟଙ୍କାର ସମ୍ପତ୍ତି । ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଛି ଦମକଳବାହିନୀ । ନିଆଁ ଲାଗିବାର ପ୍ରକୃତ କାରଣ ଜଣାପଡିନାହିଁ । ତେବେ ସର୍ଟ ସର୍କିଟ୍ ରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts