ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଅଗ୍ନିକାଣ୍ଡ

Published By : Prameya-News7 Bureau | June 17, 2018 IST

ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଅଗ୍ନିକାଣ୍ଡ ଦୁର୍ଗା ବ୍ଲାଷ୍ଟ ଫର୍ଣ୍ଣେସର୍ ଅଗ୍ନିକାଣ୍ଡ ଘଟିଛି ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରୁଛି ଅଗ୍ନିଶମ ବିଭାଗ ତେବେ ଏପର୍ଯ୍ୟନ୍ତ କ୍ଷୟକ୍ଷତିର ଆକଳନ କରାଯାଇନାହିଁ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.