Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||
  • ଶୀତ ଖେଳୁଛି ଲୁଚକାଳି : ଆଜି ବଢିବ ଥଣ୍ଡା, କିନ୍ତୁ କାଲି କମିଯିବ
  • ||
  • ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ମୁଖ୍ୟ ଶାସନ ସଚିବ
  • ||
  • ଜି.ଉଦୟଗିରି: ମିନିବସରେ ଲାଗିଲା ନିଆଁ
  • ||
  • ଟାଙ୍ଗୀ: ବାଲିନାଶିରେ ୨ ଭାଇଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ଏମ୍ସରେ ଭର୍ତ୍ତି
  • ||
  • ବଲାଙ୍ଗୀର: ବେଆଇନ୍ ବାଲି ବୋଝେଇ ଟ୍ରାକ୍ଟର ଜବତ, ମାଲିକଙ୍କ ଉପରେ ୨୦ ହଜାର ଟଙ୍କାର ଫାଇନ୍ ଲଗାଇଲେ ତହସିଲଦାର
  • ||
  • ରାଇରଙ୍ଗପୁର: କଲୋନୀରେ ଅଗ୍ନିକାଣ୍ଡ, ଜଳି ପାଉଁଶ ହୋଇଗଲା ୨ ବଖରା ଘର
  • ||

ଘରେ ଶୋଇଥିବା ବେଳେ ଲାଗିଗଲା ନିଆଁ : ଅଳ୍ପକେ ବର୍ତ୍ତିଲେ ମାଲିକ, ଜଳିଗଲା କାର୍ ଓ ବାଇକ୍

30/12/2020 at 12:45 PM

ରାଉରକେଲା ୩୦।୧୨: ରାଉରକେଲା ବାସନ୍ତୀ କଲୋନୀରେ ନିଆଁଲାଗି ଜଳିଗଲା କାର୍ ଓ ବାଇକ୍ । ମଙ୍ଗଳବାର ବିଳମ୍ବିତ ରାତିରେ ବାସନ୍ତୀ କଲୋନୀ ସିଏଲ-୨୬ରେ ନିଆଁ ଲାଗିଥିଲା । ଘରର ପ୍ରଥମ ମହଲାରେ ଶୋଇଥିବା ଘରେ ମାଲିକ ଦେବବ୍ରତ ମହାପାତ୍ରକୁ ଶ୍ବାସରୁଦ୍ଧ ଅବସ୍ଥାରେ ଫାୟାର ବ୍ରିଗେଡ ଟିମ୍ ଉଦ୍ଧାର କରିଥିଲା । ନିଆଁ କେଉଁ ଭଳି ପରିସ୍ଥିତିରେ ଲାଗିଲା ତାର ତଦନ୍ତ କରୁଛି ଅଗ୍ନିଶମ ବିଭାଗ ଓ ସ୍ଥାନୀୟ ଉଦିତ ନଗର ଥାନା ପୋଲିସ ।

   Related Posts