ସପିଂ ମଲ୍‌ରେ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

Published By : Prameya-News7 Bureau | November 24, 2020 IST

ଟାଙ୍ଗୀ ୨୪।୧୧: ସପିଂ ମଲ୍‌ରେ ଅଗ୍ନିକାଣ୍ଡ । ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି । ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ମାର୍କେଟ୍ ସ୍ଥିତ ସପିଂ ମଲ୍ ର ଗୋଦାମ ଘରେ ନିଆଁ ଲାଗିଛି ।

{"id":366731,"sizeSlug":"large"}

ସୂଚନାଯୋଗ୍ୟ ଯେ, ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ମାର୍କେଟରେ ଥିବା ଏକ ସପିଂ ମଲ୍ ର ଗୋଦାମ ଘରେ ଅଗ୍ନିକାଣ୍ଡ ହୋଇଛି । ବିଦ୍ୟୁତ ସଟ୍ ସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । ଖବର ପାଇ ବାଲୁଗାଁ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.