Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶଙ୍ଖ ନଦୀରେ ବୁଡ଼ି ଜଣେ ଯୁବକ ନିଖୋଜ, ୪ ଜଣ ହସ୍ପିଟାଲରେ ଭର୍ତ୍ତି
  • ||
  • ତାଳପଦର ବିଜୁ ସେତୁ ଭୁଶୁଡିବା ଘଟଣା: ଗ୍ରାମ୍ୟ ଉନ୍ନୟନ ବିଭାଗ ଏସ୍‌ଡିଓ ଅସିତ ପାତ୍ର ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୦ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩ କୋଭିଡ୍ ସଂକ୍ରମିତ, ୩୩୩୩୧୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ କମୁଛି କୋଭିଡ଼ ସଂକ୍ରମଣ, ଗତ ୨୪ଘଣ୍ଟାରେ ୧୫,୧୪୪ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଜୟପୁର : ଚଳନ୍ତା ବସ୍‌ରେ ଲାଗିଲା ବିଦ୍ୟୁତ ତାର ; ୬ ମୃତ , ୧୭ ଗୁରୁତର
  • ||
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||

ସପିଂ ମଲ୍‌ରେ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

24/11/2020 at 9:29 AM

ଟାଙ୍ଗୀ ୨୪।୧୧: ସପିଂ ମଲ୍‌ରେ ଅଗ୍ନିକାଣ୍ଡ । ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି । ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ମାର୍କେଟ୍ ସ୍ଥିତ ସପିଂ ମଲ୍ ର ଗୋଦାମ ଘରେ ନିଆଁ ଲାଗିଛି ।

ସୂଚନାଯୋଗ୍ୟ ଯେ, ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ମାର୍କେଟରେ ଥିବା ଏକ ସପିଂ ମଲ୍ ର ଗୋଦାମ ଘରେ ଅଗ୍ନିକାଣ୍ଡ ହୋଇଛି । ବିଦ୍ୟୁତ ସଟ୍ ସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । ଖବର ପାଇ ବାଲୁଗାଁ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

   Related Posts