Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨୯୧ କୋଭିଡ୍ ପଜିଟିଭ୍, ୧୨୧୧୯୫୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଖଲ୍ଲିକୋଟ : ଅଟୋକୁ ପଛ ପଟୁ ଧକ୍କା ଦେଲା ଟ୍ରକ, ଜଣେ ମୃତ
  • ||
  • ଭୁବନେଶ୍ୱର : ୨୬ ଯାଏଁ ରାଜ୍ୟର କିଛି ସ୍ଥାନରେ କୋହଲା ପାଗ ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ
  • ||
  • ଲମତାପୁଟ : ପାଡୁଆ ପୋଲିସକୁ ସଫଳତା, ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
  • ||

ବୁର୍ଲା ଭୀମସାରରେ ଅଗ୍ନିକାଣ୍ଡ, ଡାଇଲେସିସ୍ ୟୁନିଟ୍ ବ୍ୟାଟେରୀ ରୁମ୍‌ରେ ଫାଟିଲା ବ୍ୟାଟେରୀ

20/09/2019 at 9:46 AM

ସମ୍ବଲପୁର ୨୦।୯: ବୁର୍ଲା ଭୀମସାର୍‌ ଡାଇଲେସିସ୍‌ ୟୁନିଟ୍‌ର ବ୍ୟାଟେରୀ ରୁମ୍‌ରେ ଅଗ୍ନିକାଣ୍ଡ ହୋଇଛି । ବ୍ୟାଟେରୀ ରୁମ୍‌ରେ ଥିବା ଗୋଟିଏ ବ୍ୟାଟେରୀ ଫାଟିଯାଇଛି ।

ବ୍ୟାଟେରୀ ଫାଟିବା ଯୋଗୁଁ ଚତୁଃପାର୍ଶ୍ବରେ ପ୍ରବଳ ଧୂଆଁ ହୋଇଯାଇଥିଲା । ତେବେ ସର୍ଟ ସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ବୁର୍ଲା ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି ।

   Related Posts