Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିରୋଧ ପରେ ବାଟକୁ ଆସିଲା ହକି ଇଣ୍ଡିଆ, ଦିଲ୍ଲୀପ ତିର୍କୀ ଆଡହକ୍ କମିଟିର ଚେୟାରମାନେ ଭାବେ ନିଯୁକ୍ତ
  • ||
  • ଅଗଷ୍ଟ ଦ୍ଵିତୀୟ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ, ଦଶମ ମାର୍କ ଆଧାରରେ ହେବ ମୂଲ୍ୟାୟନ
  • ||
  • ଯାଜପୁର : ବରମୁଣ୍ଡା ଛକରେ ଦୁର୍ଘଟଣା, ଚାଲିଗଲା ନାରାୟଣଙ୍କ ଜୀବନ
  • ||
  • ମୃତ୍ୟୁ ହାରରେ ସାମାନ୍ୟ ହ୍ରାସ : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୩୭ ଜଣଙ୍କ ଜୀବନ, ୩୫୦୮ରେ ପହଞ୍ଚିଲା ମୋଟ୍‌ ସଂଖ୍ୟା
  • ||
  • କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୮୦୬ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • କଟକ : ଜୁଆ ଆଡ୍ଡାରେ ଅଚାନକ ଚଢାଉ, ୧୧ଜଣ ଜୁଆଡି ଗିରଫ
  • ||

ବ୍ରହ୍ମପୁର ମେଡିକାଲ ଛାତ୍ରାବାସରେ ଅଗ୍ନିକାଣ୍ଡ ; ଅଳ୍ପକେ ବର୍ତ୍ତିଗଲେ ଛାତ୍ର

25/12/2018 at 5:03 PM

ବ୍ରହ୍ମପୁର ୨୫/୧୨ : ବ୍ରହ୍ମପୁର ବଡ ମେଡିକାଲ ଏମକେସିଜି ପରିସରରେ ଥିବା ଡାକ୍ତର ଛାତ୍ରାବାସରେ ଅଗ୍ନିକାଣ୍ଡ ଘଟିଛି । ନିଆଁ ଲାଗି ଜଳିଯାଇଛି ଅନେକ ସାମଗ୍ରୀ। ଉପର ମହଲାରେ ରହୁଥିବା ଡାକ୍ତର ବଡ ଅଘଟଣରୁ ଅଳ୍ପକେ ବର୍ତ୍ତୀ ଯାଇଛନ୍ତି । ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଂଚି ନିଆଁକୁ ଆୟତ୍ତ କରିଥିଲେ । ଅଗ୍ନିକାଣ୍ଡ କାରଣ ଏବେ ଯାଏଁ ଜଣାପଡିନାହିଁ ଅସ୍ପଷ୍ଟ । ଦିନ ପ୍ରାୟ ୧୨ଟା ବେଳେ ଅଚାନକ ହଷ୍ଟେଲରେ ନିଆଁ ଲାଗିଯାଇଥିଲା |

   Related Posts